Online Bible

- Reklamy -




ଆଦି ପୁସ୍ତକ 16:13 - ପବିତ୍ର ବାଇବଲ

13 ଏହା ପରେ ହାଗାର ସଦାପ୍ରଭୁଙ୍କର ଏହି ନାମ ରଖିଲା ଯଥା, “ଯେଉଁ ପରମେଶ୍ୱର ମୋତେ ଦେଖନ୍ତି” ସେ (ସ୍ତ୍ରୀ) ଏହା କହିଲା, କାରଣ ସେ ଚିନ୍ତା କଲା, “ମୁଁ କ’ଣ ପ୍ରକୃତରେ ତାଙ୍କୁ ଏଠାରେ ଦେଖିଲି ଯିଏ ମୋତେ ଦେଖନ୍ତି?”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 ଆଉ ହାଗାର ଆପଣା ସହିତ କଥାବାର୍ତ୍ତାକାରୀ ସଦାପ୍ରଭୁଙ୍କର ଏହି ନାମ ରଖିଲା, ଯଥା, ମଦ୍ଦର୍ଶକ ପରମେଶ୍ଵର, (ହେ ପରମେଶ୍ଵର, ତୁମ୍ଭେ ମୋତେ ଦେଖୁଅଛ); ଯେହେତୁ ସେ କହିଲା, ଯେ ମୋତେ ଦେଖନ୍ତି, ତାଙ୍କ ଦର୍ଶନ ଉତ୍ତାରେ ମୁଁ କି ଏଠାରେ ଆହୁରି ବଞ୍ଚିଛି !

Viz kapitola kopírovat

ଓଡିଆ ବାଇବେଲ

13 ଆଉ ହାଗାର ଆପଣା ସହିତ କଥାବାର୍ତ୍ତାକାରୀ ସଦାପ୍ରଭୁଙ୍କର ଏହି ନାମ ରଖିଲା, ଯଥା, ମଦ୍ଦର୍ଶକ ପରମେଶ୍ୱର, (ହେ ପରମେଶ୍ୱର, ତୁମ୍ଭେ ମୋତେ ଦେଖୁଅଛ); ଯେହେତୁ ସେ କହିଲା, “ଯେ ମୋତେ ଦେଖନ୍ତି, ତାଙ୍କ ଦର୍ଶନ ଉତ୍ତାରେ ମୁଁ କି ଏଠାରେ ଆହୁରି ବଞ୍ଚିଛି !”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଆଉ ହାଗାର ଆପଣା ସହିତ କଥାବାର୍ତ୍ତାକାରୀ ସଦାପ୍ରଭୁଙ୍କର ଏହି ନାମ ରଖିଲା, ଯଥା, “ମଦ୍ଦର୍ଶକ ପରମେଶ୍ୱର” (ହେ ପରମେଶ୍ୱର, ତୁମ୍ଭେ ମୋତେ ଦେଖୁଅଛ); ଯେହେତୁ ସେ କହିଲା, “ଯେ ମୋତେ ଦେଖନ୍ତି, ତାଙ୍କ ଦର୍ଶନ ଉତ୍ତାରେ ମୁଁ କି ଏଠାରେ ଆହୁରି ବଞ୍ଚିଛି!”

Viz kapitola kopírovat




ଆଦି ପୁସ୍ତକ 16:13

Následuj nás:

Reklamy


Reklamy