ଆଦି ପୁସ୍ତକ 16:15 - ପବିତ୍ର ବାଇବଲ15 ହାଗାର ଅବ୍ରାମଙ୍କର ପୁତ୍ରକୁ ଜନ୍ମ ଦେଲା ଏବଂ ଅବ୍ରାମ ତା'ର ନାମ ଇଶ୍ମାଏଲ ଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ଅନନ୍ତର ହାଗାର ଅବ୍ରାମଙ୍କ ନିମନ୍ତେ ପୁତ୍ର ପ୍ରସବ କରନ୍ତେ, ଅବ୍ରାମ ହାଗାରଠାରୁ ଜାତ ଆପଣାର ସେହି ପୁତ୍ରର ନାମ ଇଶ୍ମାଏଲ ଦେଲେ। Viz kapitolaଓଡିଆ ବାଇବେଲ15 ଏଥିଉତ୍ତାରେ ହାଗାର ଅବ୍ରାମଙ୍କ ନିମନ୍ତେ ପୁତ୍ର ପ୍ରସବ କରନ୍ତେ, ଅବ୍ରାମ ହାଗାରଠାରୁ ଜାତ ଆପଣାର ସେହି ପୁତ୍ରର ନାମ ଇଶ୍ମାୟେଲ ଦେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଏଥିଉତ୍ତାରେ ହାଗାର ଅବ୍ରାମଙ୍କ ନିମନ୍ତେ ପୁତ୍ର ପ୍ରସବ କରନ୍ତେ, ଅବ୍ରାମ ହାଗାରଠାରୁ ଜାତ ଆପଣାର ସେହି ପୁତ୍ରର ନାମ ଇଶ୍ମାୟେଲ ଦେଲେ। Viz kapitola |