ଆଦି ପୁସ୍ତକ 16:2 - ପବିତ୍ର ବାଇବଲ2 ସାରୀ ଅବ୍ରାମଙ୍କୁ କହିଲେ, “ସଦାପ୍ରଭୁ ମୋତେ ସନ୍ତାନସନ୍ତତିରୁ ବଞ୍ଚିତ କରିଅଛନ୍ତି। ତେଣୁ ହାଗାର ସହିତ ସହବାସ କର। ପ୍ରାୟ ତା’ ମାଧ୍ୟମରେ ମୁଁ ଏକ ପୁତ୍ର ପାଇ ପାରିବି।” ଅବ୍ରାମ ତାଙ୍କ ସ୍ତ୍ରୀଙ୍କର କଥା ଗ୍ରହଣ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ତହିଁରେ ସାରୀ ଅବ୍ରାମଙ୍କୁ କହିଲେ, ଦେଖ, ସଦାପ୍ରଭୁ ମୋତେ ବନ୍ଧ୍ୟା କରିଅଛନ୍ତି; ଏଣୁ ମୁଁ ବିନୟ କରୁଅଛି, ତୁମ୍ଭେ ମୋହର ଏହି ଦାସୀର ସହବାସ କର; କେଜାଣି ମୁଁ ଏହା ଯୋଗୁଁ ପୁତ୍ର ପାଇ ପାରିବି। ତେବେ ଅବ୍ରାମ ସାରୀଙ୍କର ବାକ୍ୟରେ ସମ୍ମତ ହେଲେ। Viz kapitolaଓଡିଆ ବାଇବେଲ2 ତହିଁରେ ସାରୀ ଅବ୍ରାମଙ୍କୁ କହିଲେ, “ଦେଖ, ସଦାପ୍ରଭୁ ମୋତେ ବନ୍ଧ୍ୟା କରିଅଛନ୍ତି; ଏଣୁ ମୁଁ ବିନୟ କରୁଅଛି, ତୁମ୍ଭେ ମୋହର ଏହି ଦାସୀର ସହବାସ କର; କେଜାଣି ମୁଁ ଏହା ଯୋଗୁଁ ପୁତ୍ର ପାଇ ପାରିବି।” ତେବେ ଅବ୍ରାମ ସାରୀଙ୍କର ବାକ୍ୟରେ ସମ୍ମତ ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତହିଁରେ ସାରୀ ଅବ୍ରାମଙ୍କୁ କହିଲେ, “ଦେଖ, ସଦାପ୍ରଭୁ ମୋତେ ବନ୍ଧ୍ୟା କରିଅଛନ୍ତି; ଏଣୁ ମୁଁ ବିନୟ କରୁଅଛି, ତୁମ୍ଭେ ମୋହର ଏହି ଦାସୀର ସହବାସ କର; କେଜାଣି ମୁଁ ଏହା ଯୋଗୁଁ ପୁତ୍ର ପାଇ ପାରିବି।” ତେବେ ଅବ୍ରାମ ସାରୀଙ୍କର ବାକ୍ୟରେ ସମ୍ମତ ହେଲେ। Viz kapitola |