ଆଦି ପୁସ୍ତକ 16:4 - ପବିତ୍ର ବାଇବଲ4 ହାଗାର ଅବ୍ରାମଙ୍କ ଦ୍ୱାରା ଗର୍ଭବତୀ ହେଲା। ଯେତେବେଳେ ହାଗାର ଏହା ଜାଣିଲା ତା'ର ମାଲିକାଣୀଙ୍କୁ ସେ ବେଶି ସମ୍ମାନ ଦେଲା ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ଅନନ୍ତର ଅବ୍ରାମ ହାଗାରର ସହବାସ କରନ୍ତେ, ସେ ଗର୍ଭବତୀ ହେଲା; ପୁଣି ଆପଣାର ଗର୍ଭ ହୋଇଅଛି, ଏହା ଜାଣି ସେ ନିଜ ସାଆନ୍ତାଣୀଙ୍କୁ ତୁଚ୍ଛ ଜ୍ଞାନ କରିବାକୁ ଲାଗିଲା। Viz kapitolaଓଡିଆ ବାଇବେଲ4 ଏଥିଉତ୍ତାରେ ଅବ୍ରାମ ହାଗାରର ସହବାସ କରନ୍ତେ, ସେ ଗର୍ଭବତୀ ହେଲା; ପୁଣି, ଆପଣାର ଗର୍ଭ ହୋଇଅଛି, ଏହା ଜାଣି ସେ ନିଜ ସାଆନ୍ତାଣୀଙ୍କୁ ତୁଚ୍ଛ ଜ୍ଞାନ କରିବାକୁ ଲାଗିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଏଥିଉତ୍ତାରେ ଅବ୍ରାମ ହାଗାରର ସହବାସ କରନ୍ତେ, ସେ ଗର୍ଭବତୀ ହେଲା; ପୁଣି, ଆପଣାର ଗର୍ଭ ହୋଇଅଛି, ଏହା ଜାଣି ସେ ନିଜ ସାଆନ୍ତାଣୀଙ୍କୁ ତୁଚ୍ଛଜ୍ଞାନ କରିବାକୁ ଲାଗିଲା। Viz kapitola |