ଆଦି ପୁସ୍ତକ 16:9 - ପବିତ୍ର ବାଇବଲ9 ସଦାପ୍ରଭୁଙ୍କର ଦୂତ ହାଗାରକୁ କହିଲେ, “ତୁମ୍ଭର ମାଲିକାଣୀ ପାଖକୁ ଫେରିଯାଅ ଓ ନିଜକୁ ତା'ର ପାଖରେ ସମର୍ପଣ କର।” Viz kapitolaପବିତ୍ର ବାଇବଲ (Re-edited) - (BSI)9 ସେତେବେଳେ ସଦାପ୍ରଭୁଙ୍କ ଦୂତ ତାହାକୁ କହିଲେ, ତୁମ୍ଭେ ଆପଣା ସାଆନ୍ତାଣୀ ନିକଟକୁ ଫେରି ଯାଇ ନମ୍ର ଭାବରେ ତାଙ୍କର ହସ୍ତର ବଶୀଭୂତା ହୁଅ। Viz kapitolaଓଡିଆ ବାଇବେଲ9 ସେତେବେଳେ ସଦାପ୍ରଭୁଙ୍କ ଦୂତ ତାହାକୁ କହିଲେ, “ତୁମ୍ଭେ ଆପଣା ସାଆନ୍ତାଣୀ ନିକଟକୁ ଫେରି ଯାଇ ନମ୍ର ଭାବରେ ତାଙ୍କର ହସ୍ତର ବଶୀଭୂତା ହୁଅ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ସେତେବେଳେ ସଦାପ୍ରଭୁଙ୍କ ଦୂତ ତାହାକୁ କହିଲେ, “ତୁମ୍ଭେ ଆପଣା ସାଆନ୍ତାଣୀ ନିକଟକୁ ଫେରିଯାଇ ନମ୍ର ଭାବରେ ତାଙ୍କର ହସ୍ତର ବଶୀଭୂତା ହୁଅ।” Viz kapitola |