ଆଦି ପୁସ୍ତକ 17:1 - ପବିତ୍ର ବାଇବଲ1 ଯେତେବେଳେ ଅବ୍ରାମଙ୍କୁ ଅନେଶ୍ୱତ ବର୍ଷ ସେତେବେଳେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଲେ ଏବଂ କହିଲେ, “ମୁଁ ସର୍ବଶକ୍ତିମାନ ପରମେଶ୍ୱର। ଉତ୍ତମ କାର୍ଯ୍ୟମାନ କର। ମୋତେ ମାନ ଏବଂ ନିଷ୍ଠାପର ଜୀବନଯାପନ କର। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଅବ୍ରାମଙ୍କର ଅନେଶ୍ଵତ ବର୍ଷ ବୟସରେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, ଆମ୍ଭେ ସର୍ବଶକ୍ତିମାନ ପରମେଶ୍ଵର; ଆମ୍ଭ ଛାମୁରେ ଧର୍ମାଚରଣ କରି ତୁମ୍ଭେ ସିଦ୍ଧ ହୁଅ। Viz kapitolaଓଡିଆ ବାଇବେଲ1 ଅବ୍ରାମଙ୍କର ଅନେଶ୍ୱତ ବର୍ଷ ବୟସରେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, “ଆମ୍ଭେ ସର୍ବଶକ୍ତିମାନ ପରମେଶ୍ୱର; ଆମ୍ଭ ଛାମୁରେ ଧର୍ମାଚରଣ କରି ତୁମ୍ଭେ ସିଦ୍ଧ ହୁଅ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଅବ୍ରାମଙ୍କର ଅନେଶ୍ୱତ ବର୍ଷ ବୟସରେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, “ଆମ୍ଭେ ସର୍ବଶକ୍ତିମାନ ପରମେଶ୍ୱର; ଆମ୍ଭ ଛାମୁରେ ଧର୍ମାଚରଣ କରି ତୁମ୍ଭେ ସିଦ୍ଧ ହୁଅ। Viz kapitola |