ଆଦି ପୁସ୍ତକ 17:12 - ପବିତ୍ର ବାଇବଲ12 ତୁମ୍ଭର ପୁତ୍ରମାନଙ୍କୁ ଯେତେବେଳେ ଆଠଦିନ ହେବ, ତୁମ୍ଭେ ସେତେବେଳେ ସେମାନଙ୍କୁ ସୁନ୍ନତ କରିବ। ତୁମ୍ଭମାନଙ୍କର ଓ ତୁମ୍ଭମାନଙ୍କ ଦାସମାନଙ୍କର, ତୁମ୍ଭର ଘରେ ଯେଉଁମାନେ ଜନ୍ମ ହୋଇଛନ୍ତି, ଯେଉଁମାନେ ବିଦେଶରୁ କିଣା ଯାଇଅଛନ୍ତି, ସମସ୍ତ ପୁତ୍ରଗଣଙ୍କୁ ସୁନ୍ନତ କରାଯିବ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ପୁରୁଷାନୁକ୍ରମେ ତୁମ୍ଭମାନଙ୍କ ପ୍ରତ୍ୟେକ ପୁତ୍ର ସନ୍ତାନର ଆଠ ଦିନ ବୟସରେ ସୁନ୍ନତ ହେବ। ପୁଣି ଯେଉଁମାନେ ତୁମ୍ଭର ବଂଶ ନୁହନ୍ତି, ଏପରି ବିଦେଶୀୟ ଯେଉଁ ଲୋକ ତୁମ୍ଭ ଗୃହରେ ଜାତ ଅଥବା ମୂଲ୍ୟରେ କ୍ରୀତ ହୁଏ, ତାହାର ମଧ୍ୟ ସୁନ୍ନତ ହେବ। Viz kapitolaଓଡିଆ ବାଇବେଲ12 ପୁରୁଷାନୁକ୍ରମେ ତୁମ୍ଭମାନଙ୍କ ପ୍ରତ୍ୟେକ ପୁତ୍ର ସନ୍ତାନର ଆଠ ଦିନ ବୟସରେ ସୁନ୍ନତ ହେବ। ପୁଣି, ଯେଉଁମାନେ ତୁମ୍ଭର ବଂଶ ନୁହନ୍ତି, ଏପରି ବିଦେଶୀୟ ଯେଉଁ ଲୋକ ତୁମ୍ଭ ଗୃହରେ ଜାତ ଅଥବା ମୂଲ୍ୟରେ କ୍ରୀତ ହୁଏ, ତାହାର ମଧ୍ୟ ସୁନ୍ନତ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ପୁରୁଷାନୁକ୍ରମେ ତୁମ୍ଭମାନଙ୍କ ପ୍ରତ୍ୟେକ ପୁତ୍ର ସନ୍ତାନର ଆଠ ଦିନ ବୟସରେ ସୁନ୍ନତ ହେବ। ପୁଣି, ଯେଉଁମାନେ ତୁମ୍ଭର ବଂଶ ନୁହନ୍ତି, ଏପରି ବିଦେଶୀୟ ଯେଉଁ ଲୋକ ତୁମ୍ଭ ଗୃହରେ ଜାତ ଅଥବା ମୂଲ୍ୟରେ କ୍ରୀତ ହୁଏ, ତାହାର ମଧ୍ୟ ସୁନ୍ନତ ହେବ। Viz kapitola |