ଆଦି ପୁସ୍ତକ 17:13 - ପବିତ୍ର ବାଇବଲ13 ସେଥିପାଇଁ ତୁମ୍ଭର ସମସ୍ତ ପୁରୁଷ ସେବକଗଣ ନିଶ୍ଚୟ ସୁନ୍ନତ ହେବେ ଓ ତୁମ୍ଭମାନଙ୍କର ଶରୀରରେ, ଚୁକ୍ତି ହିସାବରେ ମୋର ଚିରନ୍ତନ ଚିହ୍ନ ରହିବ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ପୁଣି ତୁମ୍ଭର ଗୃହଜାତ ଅଥବା ମୂଲ୍ୟକ୍ରୀତ ଲୋକର ସୁନ୍ନତ ଅବଶ୍ୟ କର୍ତ୍ତବ୍ୟ; ତହିଁରେ ଅନନ୍ତକାଳ ନିମିତ୍ତ ତୁମ୍ଭମାନଙ୍କ ମାଂସରେ ଆମ୍ଭ ନିୟମର ଚିହ୍ନ ଥିବ। Viz kapitolaଓଡିଆ ବାଇବେଲ13 ପୁଣି, ତୁମ୍ଭର ଗୃହଜାତ ଅଥବା ମୂଲ୍ୟକ୍ରୀତ ଲୋକର ସୁନ୍ନତ ଅବଶ୍ୟ କର୍ତ୍ତବ୍ୟ; ତହିଁରେ ଅନନ୍ତକାଳ ନିମିତ୍ତ ତୁମ୍ଭମାନଙ୍କ ମାଂସରେ ଆମ୍ଭ ନିୟମର ଚିହ୍ନ ଥିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ପୁଣି, ତୁମ୍ଭର ଗୃହଜାତ ଅଥବା ମୂଲ୍ୟକ୍ରୀତ ଲୋକର ସୁନ୍ନତ ଅବଶ୍ୟ କର୍ତ୍ତବ୍ୟ; ତହିଁରେ ଅନନ୍ତକାଳ ନିମିତ୍ତ ତୁମ୍ଭମାନଙ୍କ ମାଂସରେ ଆମ୍ଭ ନିୟମର ଚିହ୍ନ ଥିବ। Viz kapitola |