Online Bible

- Reklamy -




ଆଦି ପୁସ୍ତକ 17:14 - ପବିତ୍ର ବାଇବଲ

14 ଯେଉଁ ମନୁଷ୍ୟମାନଙ୍କର ସୁନ୍ନତ ହୋଇ ନାହିଁ, ସେମାନଙ୍କୁ ତା'ର ଲୋକମାନଙ୍କଠାରୁ ବାସନ୍ଦ କରାଯିବ। କାରଣ ସେ ମୋର ଚୁକ୍ତି ଭଙ୍ଗ କରିଛି।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 ମାତ୍ର ଯାହାର ଲିଙ୍ଗାଗ୍ର ଚର୍ମର ଛେଦନ ହେବ ନାହିଁ, ଏପରି ଯେ ଅସୁନ୍ନତ୍ ପୁରୁଷ, ସେ ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ; ସେ ଆମ୍ଭର ନିୟମ ଲଙ୍ଘନ କଲା।

Viz kapitola kopírovat

ଓଡିଆ ବାଇବେଲ

14 ମାତ୍ର ଯାହାର ଲିଙ୍ଗାଗ୍ର ଚର୍ମର ଛେଦନ ହେବ ନାହିଁ, ଏପରି ଯେ ଅସୁନ୍ନତ ପୁରୁଷ, ସେ ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ; ସେ ଆମ୍ଭର ନିୟମ ଲଙ୍ଘନ କଲା।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ମାତ୍ର ଯାହାର ଲିଙ୍ଗାଗ୍ର ଚର୍ମର ଛେଦନ ହେବ ନାହିଁ, ଏପରି ଯେ ଅସୁନ୍ନତ ପୁରୁଷ, ସେ ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ; ସେ ଆମ୍ଭର ନିୟମ ଲଙ୍ଘନ କଲା।”

Viz kapitola kopírovat




ଆଦି ପୁସ୍ତକ 17:14

Následuj nás:

Reklamy


Reklamy