ଆଦି ପୁସ୍ତକ 17:15 - ପବିତ୍ର ବାଇବଲ15 ପରମେଶ୍ୱର ଅବ୍ରହାମଙ୍କୁ କହିଲେ, “ମୁଁ ତୁମ୍ଭ ସ୍ତ୍ରୀ ସାରୀର ଏକ ନୂତନ ନାମକରଣ କରିବି। ତାଙ୍କର ନୂତନ ନାମ ସାରା ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ତହିଁ ଉତ୍ତାରୁ ପରମେଶ୍ଵର ଅବ୍ରହାମଙ୍କୁ କହିଲେ, ତୁମ୍ଭେ ଆପଣା ଭାର୍ଯ୍ୟା ସାରୀକି ଆଉ ସାରୀ (କୁଳୀନା) ବୋଲି ଡାକ ନାହିଁ; ତାହାର ନାମ ସାରା (ରାଣୀ) ହେଲା। Viz kapitolaଓଡିଆ ବାଇବେଲ15 ତହିଁ ଉତ୍ତାରୁ ପରମେଶ୍ୱର ଅବ୍ରହାମଙ୍କୁ କହିଲେ, “ତୁମ୍ଭେ ଆପଣା ଭାର୍ଯ୍ୟା ସାରୀକୁ ଆଉ ସାରୀ ବୋଲି ଡାକ ନାହିଁ; ତାହାର ନାମ ସାରା ହେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ତହିଁ ଉତ୍ତାରେ ପରମେଶ୍ୱର ଅବ୍ରହାମଙ୍କୁ କହିଲେ, “ତୁମ୍ଭେ ଆପଣା ଭାର୍ଯ୍ୟା ସାରୀକୁ ଆଉ ସାରୀ ବୋଲି ଡାକ ନାହିଁ; ତାହାର ନାମ ସାରା ହେଲା। Viz kapitola |