ଆଦି ପୁସ୍ତକ 17:16 - ପବିତ୍ର ବାଇବଲ16 ମୁଁ ତାଙ୍କୁ ଆଶୀର୍ବାଦ କରିବି। ମୁଁ ତାଙ୍କ କୋଳରେ ଏକ ପୁତ୍ର ଦେବି। ଏବଂ ତୁମ୍ଭେ ତା'ର ପିତା ହେବ। ସେ ବହୁ ଜାତିର ଆଦିମାତା ହେବ। ଜାତିଗଣର ରାଜାମାନେ ତାଙ୍କଠାରୁ ଜନ୍ମ ନେବେ।” Viz kapitolaପବିତ୍ର ବାଇବଲ (Re-edited) - (BSI)16 ଆମ୍ଭେ ତାହାକୁ ଆଶୀର୍ବାଦ କରିବା ଓ ତାହାଠାରୁ ତୁମ୍ଭକୁ ଗୋଟିଏ ପୁତ୍ର ଦେବା; ଆମ୍ଭେ ତାହାକୁ ଆଶୀର୍ବାଦ କରିବା, ସେ ନାନା ଗୋଷ୍ଠୀର ଆଦିମାତା ହେବ, ତାହାଠାରୁ ନାନାଦେଶୀୟ ରାଜଗଣ ଉତ୍ପନ୍ନ ହେବେ। Viz kapitolaଓଡିଆ ବାଇବେଲ16 ଆମ୍ଭେ ତାହାକୁ ଆଶୀର୍ବାଦ କରିବା ଓ ତାହାଠାରୁ ତୁମ୍ଭକୁ ଗୋଟିଏ ପୁତ୍ର ଦେବା; ଆମ୍ଭେ ତାହାକୁ ଆଶୀର୍ବାଦ କରିବା, ସେ ନାନା ଗୋଷ୍ଠୀର ଆଦିମାତା ହେବ, ତାହାଠାରୁ ନାନାଦେଶୀୟ ରାଜାଗଣ ଉତ୍ପନ୍ନ ହେବେ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଆମ୍ଭେ ତାହାକୁ ଆଶୀର୍ବାଦ କରିବା ଓ ତାହାଠାରୁ ତୁମ୍ଭକୁ ଗୋଟିଏ ପୁତ୍ର ଦେବା; ଆମ୍ଭେ ତାହାକୁ ଆଶୀର୍ବାଦ କରିବା, ସେ ନାନା ଗୋଷ୍ଠୀର ଆଦିମାତା ହେବ, ତାହାଠାରୁ ନାନା ଦେଶୀୟ ରାଜାଗଣ ଉତ୍ପନ୍ନ ହେବେ।” Viz kapitola |