ଆଦି ପୁସ୍ତକ 17:17 - ପବିତ୍ର ବାଇବଲ17 ଅବ୍ରହାମ ମୁହଁ ତଳକୁ କରି ଭୂମିରେ ପଡ଼ିଲେ ଓ ହସିଲେ। ସେ ନିଜକୁ କହିଲେ, “କ’ଣ ଜଣେ 100 ବର୍ଷର ଲୋକ କୌଣସି ସ୍ତ୍ରୀକୁ ଗର୍ଭବତୀ କରାଇପାରିବ? କ’ଣ ସାରା ନବେ ବର୍ଷରେ ପିଲା ଧାରଣ କରି ପାରିବ?” Viz kapitolaପବିତ୍ର ବାଇବଲ (Re-edited) - (BSI)17 ସେତେବେଳେ ଅବ୍ରହାମ ମୁହଁ ମାଡ଼ି ପଡ଼ି ହସିଲେ, ପୁଣି ମନେ ମନେ କହିଲେ, ପୁରୁଷର ଶହେ ବର୍ଷ ବୟସରେ କି ସନ୍ତାନ ଜାତ ହେବ? ନବେ ବର୍ଷ ବୟସ୍କା ସାରା କି ପ୍ରସବ କରିବ? Viz kapitolaଓଡିଆ ବାଇବେଲ17 ସେତେବେଳେ ଅବ୍ରହାମ ମୁହଁ ମାଡ଼ି ପଡ଼ି ହସିଲେ, ପୁଣି, ମନେ ମନେ କହିଲେ, “ପୁରୁଷର ଶହେ ବର୍ଷ ବୟସରେ କି ସନ୍ତାନ ଜାତ ହେବ ? ନବେ ବର୍ଷ ବୟସ୍କା ସାରା କି ପ୍ରସବ କରିବ ?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ସେତେବେଳେ ଅବ୍ରହାମ ମୁହଁ ମାଡ଼ି ପଡ଼ି ହସିଲେ, ପୁଣି, ମନେ ମନେ କହିଲେ, “ପୁରୁଷର ଶହେ ବର୍ଷ ବୟସରେ କି ସନ୍ତାନ ଜାତ ହେବ? ନବେ ବର୍ଷ ବୟସ୍କା ସାରା କି ପ୍ରସବ କରିବ?” Viz kapitola |