ଆଦି ପୁସ୍ତକ 17:18 - ପବିତ୍ର ବାଇବଲ18 ଏହା ପରେ ଅବ୍ରହାମ ପରମେଶ୍ୱରଙ୍କୁ କହିଲେ, “ମୁଁ ଇଚ୍ଛା କରୁଛି ଯେ, ତୁମ୍ଭେ ଇଶ୍ମାଏଲକୁ ଅନୁଗ୍ରହ କରିବ।” Viz kapitolaପବିତ୍ର ବାଇବଲ (Re-edited) - (BSI)18 ତହିଁରେ ଅବ୍ରହାମ ପରମେଶ୍ଵରଙ୍କୁ କହିଲେ, ଇଶ୍ମାଏଲ ତୁମ୍ଭ ଛାମୁରେ ବଞ୍ଚି ଥାଉ। Viz kapitolaଓଡିଆ ବାଇବେଲ18 ତହିଁରେ ଅବ୍ରହାମ ପରମେଶ୍ୱରଙ୍କୁ କହିଲେ, “ଇଶ୍ମାୟେଲ ତୁମ୍ଭ ଛାମୁରେ ବଞ୍ଚି ଥାଉ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ତହିଁରେ ଅବ୍ରହାମ ପରମେଶ୍ୱରଙ୍କୁ କହିଲେ, “ଇଶ୍ମାୟେଲ ତୁମ୍ଭ ଛାମୁରେ ବଞ୍ଚି ଥାଉ।” Viz kapitola |