ଆଦି ପୁସ୍ତକ 17:2 - ପବିତ୍ର ବାଇବଲ2 ଯଦି ତୁମ୍ଭେ ଏପରି କର, ମୁଁ ତୁମ୍ଭ ସହିତ ଏକ ଚୁକ୍ତି କରିବାକୁ ପ୍ରସ୍ତୁତ ଅଛି। ମୁଁ ପ୍ରତିଜ୍ଞା କରୁଛି ତୁମ୍ଭର ଲୋକମାନଙ୍କୁ ନେଇ ମୁଁ ଏକ ବିରାଟ ଜାତି ସୃଷ୍ଟି କରିବି।” Viz kapitolaପବିତ୍ର ବାଇବଲ (Re-edited) - (BSI)2 ଆମ୍ଭେ ତୁମ୍ଭ ସହିତ ଆପଣା ନିୟମ ସ୍ଥିର କରି ତୁମ୍ଭକୁ ଅତିଶୟ ବୃଦ୍ଧି କରିବା। Viz kapitolaଓଡିଆ ବାଇବେଲ2 ଆମ୍ଭେ ତୁମ୍ଭ ସହିତ ଆପଣା ନିୟମ ସ୍ଥିର କରି ତୁମ୍ଭକୁ ଅତିଶୟ ବୃଦ୍ଧି କରିବା।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଆମ୍ଭେ ତୁମ୍ଭ ସହିତ ଆପଣା ନିୟମ ସ୍ଥିର କରି ତୁମ୍ଭକୁ ଅତିଶୟ ବୃଦ୍ଧି କରିବା।” Viz kapitola |