ଆଦି ପୁସ୍ତକ 17:20 - ପବିତ୍ର ବାଇବଲ20 “ମୁଁ ଇଶ୍ମାଏଲ ବିଷୟରେ ତୁମ୍ଭର ଅନୁରୋଧ ଶୁଣିଛି। ମୁଁ ତାଙ୍କୁ ଆଶୀର୍ବାଦ କରିବି। ତା'ର ବହୁ ସନ୍ତାନ ଜନ୍ମ ହେବେ। ତାହାଠାରୁ ବାର ଜଣ ଅଧିପତି ଜନ୍ମ ନେବେ ତାଙ୍କର ପରିବାର ଏକ ବିରାଟ ଜାତି ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ପୁଣି ଇଶ୍ମାଏଲ ବିଷୟରେ ତୁମ୍ଭର ପ୍ରାର୍ଥନା ଶୁଣିଲୁ; ଦେଖ, ଆମ୍ଭେ ତାହାକୁ ଆଶୀର୍ବାଦ କରିବା, ପୁଣି ବହୁ ପ୍ରଜାବ; କରି ତାହାର ବଂଶ ଅତିଶୟ ବୃଦ୍ଧି କରିବା। ତାହାଠାରୁ ଦ୍ଵାଦଶ ରାଜା ଜାତ ହେବେ ଓ ଆମ୍ଭେ ତାହାକୁ ବଡ଼ ଗୋଷ୍ଠୀ କରିବା। Viz kapitolaଓଡିଆ ବାଇବେଲ20 ପୁଣି, ଇଶ୍ମାୟେଲ ବିଷୟରେ ତୁମ୍ଭର ପ୍ରାର୍ଥନା ଶୁଣିଲୁ; ଦେଖ, ଆମ୍ଭେ ତାହାକୁ ଆଶୀର୍ବାଦ କରିବା, ପୁଣି, ବହୁ ପ୍ରଜାବନ୍ତ କରି; ତାହାର ବଂଶ ଅତିଶୟ ବୃଦ୍ଧି କରିବା। ତାହାଠାରୁ ଦ୍ୱାଦଶ ରାଜା ଜାତ ହେବେ ଓ ଆମ୍ଭେ ତାହାକୁ ବଡ଼ ଗୋଷ୍ଠୀ କରିବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ପୁଣି, ଇଶ୍ମାୟେଲ ବିଷୟରେ ତୁମ୍ଭର ପ୍ରାର୍ଥନା ଶୁଣିଲୁ; ଦେଖ, ଆମ୍ଭେ ତାହାକୁ ଆଶୀର୍ବାଦ କରିବା, ପୁଣି, ବହୁ ପ୍ରଜାବନ୍ତ କରି; ତାହାର ବଂଶ ଅତିଶୟ ବୃଦ୍ଧି କରିବା। ତାହାଠାରୁ ଦ୍ୱାଦଶ ରାଜା ଜାତ ହେବେ ଓ ଆମ୍ଭେ ତାହାକୁ ବଡ଼ ଗୋଷ୍ଠୀ କରିବା। Viz kapitola |