ଆଦି ପୁସ୍ତକ 17:21 - ପବିତ୍ର ବାଇବଲ21 କିନ୍ତୁ ମୋର ଚୁକ୍ତି ଇସ୍ହାକ ସହିତ ହେବ। ସାରା ଇସ୍ହାକକୁ ଜନ୍ମ ଦେବ। ଆସନ୍ତା ବର୍ଷ ଏହି ସମୟରେ ଇସ୍ହାକ ଜନ୍ମ ନେବ।” Viz kapitolaପବିତ୍ର ବାଇବଲ (Re-edited) - (BSI)21 ମାତ୍ର ଆଗାମୀ ବର୍ଷର ଏହି ସମୟରେ ସାରାର ଗର୍ଭରୁ ଯେଉଁ ଇସ୍ହାକ ଜନ୍ମିବ, ତାହା ସହିତ ଆମ୍ଭେ ଆପଣା ନିୟମ ସ୍ଥିର କରିବା। Viz kapitolaଓଡିଆ ବାଇବେଲ21 ମାତ୍ର ଆଗାମୀ ବର୍ଷର ଏହି ସମୟରେ ସାରାର ଗର୍ଭରୁ ଯେଉଁ ଇସ୍ହାକ ଜନ୍ମିବ, ତାହା ସହିତ ଆମ୍ଭେ ଆପଣା ନିୟମ ସ୍ଥିର କରିବା।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ମାତ୍ର ଆଗାମୀ ବର୍ଷର ଏହି ସମୟରେ ସାରାର ଗର୍ଭରୁ ଯେଉଁ ଇସ୍ହାକ ଜନ୍ମିବ, ତାହା ସହିତ ଆମ୍ଭେ ଆପଣା ନିୟମ ସ୍ଥିର କରିବା।” Viz kapitola |