ଆଦି ପୁସ୍ତକ 17:23 - ପବିତ୍ର ବାଇବଲ23 ତା'ପରେ ଠିକ୍ ସେହି ଦିନ ଅବ୍ରହାମ ଇଶ୍ମାଏଲ ଓ ତାଙ୍କର ସମସ୍ତ ସେବକଗଣଙ୍କୁ ଏବଂ ଦାସଗଣଙ୍କୁ ଏକତ୍ରିତ କଲେ। ଅବ୍ରହାମ ମଧ୍ୟ କ୍ରୀତଦାସମାନଙ୍କୁ ଏକତ୍ରିତ କଲେ। ଅବ୍ରହାମ ପରିବାରର ସମସ୍ତ ପୁରୁଷଗଣ ଏକତ୍ରିତ ହେଲେ। ଏବଂ ସମସ୍ତେ ସୁନ୍ନତ ହେଲେ। ପରମେଶ୍ୱରଙ୍କ ବାକ୍ୟାନୁସାରେ ଅବ୍ରହାମ ସେମାନଙ୍କୁ ସୁନ୍ନତ କରାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)23 ଏଥିଉତ୍ତାରୁ ଅବ୍ରହାମ ଆପଣା ପୁତ୍ର ଇଶ୍ମାଏଲକୁ ଓ ଆପଣା ଗୃହଜାତ ଓ ମୂଲ୍ୟକ୍ରୀତ ସମସ୍ତ ଲୋକଙ୍କୁ, ଅର୍ଥାତ୍ ଅବ୍ରହାମଙ୍କର ଗୃହସ୍ଥିତ ପ୍ରତ୍ୟେକ ପୁରୁଷକୁ ଘେନି ପରମେଶ୍ଵରଙ୍କ ଆଜ୍ଞାନୁସାରେ ସେହି ଦିନ ସମସ୍ତଙ୍କ ଲିଙ୍ଗାଗ୍ର ଚର୍ମ ଛେଦନ କଲେ। Viz kapitolaଓଡିଆ ବାଇବେଲ23 ଏଥିଉତ୍ତାରେ ଅବ୍ରହାମ ଆପଣା ପୁତ୍ର ଇଶ୍ମାୟେଲକୁ ଓ ଆପଣା ଗୃହଜାତ ଓ ମୂଲ୍ୟକ୍ରୀତ ସମସ୍ତ ଲୋକଙ୍କୁ, ଅର୍ଥାତ୍ ଅବ୍ରହାମଙ୍କର ଗୃହସ୍ଥିତ ପ୍ରତ୍ୟେକ ପୁରୁଷକୁ ଘେନି ପରମେଶ୍ୱରଙ୍କ ଆଜ୍ଞାନୁସାରେ ସେହି ଦିନ ସମସ୍ତଙ୍କ ଲିଙ୍ଗାଗ୍ର ଚର୍ମ ଛେଦନ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଏଥିଉତ୍ତାରେ ଅବ୍ରହାମ ଆପଣା ପୁତ୍ର ଇଶ୍ମାୟେଲକୁ ଓ ଆପଣା ଗୃହଜାତ ଓ ମୂଲ୍ୟକ୍ରୀତ ସମସ୍ତ ଲୋକଙ୍କୁ, ଅର୍ଥାତ୍ ଅବ୍ରହାମଙ୍କର ଗୃହସ୍ଥିତ ପ୍ରତ୍ୟେକ ପୁରୁଷକୁ ଘେନି ପରମେଶ୍ୱରଙ୍କ ଆଜ୍ଞାନୁସାରେ ସେହି ଦିନ ସମସ୍ତଙ୍କ ଲିଙ୍ଗାଗ୍ର ଚର୍ମ ଛେଦନ କଲେ। Viz kapitola |