Online Bible

- Reklamy -




ଆଦି ପୁସ୍ତକ 17:7 - ପବିତ୍ର ବାଇବଲ

7 ମୁଁ ତୁମ୍ଭ ସହିତ ଏକ ଚୁକ୍ତି କରିବି। ସେହି ଚୁକ୍ତି ମଧ୍ୟ ତୁମ୍ଭର ବଂଶଧରମାନଙ୍କ ପାଇଁ ହେବ। ଏହି ଚୁକ୍ତି ଅନନ୍ତକାଳସ୍ଥାୟୀ ହେବ। ତହିଁରେ ମୁଁ ତୁମ୍ଭର ଓ ତୁମ୍ଭ ଭବିଷ୍ୟ‌ଦ୍‌ ବଂଶଧରମାନଙ୍କର ପରମେଶ୍ୱର ହେବି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

7 ଆମ୍ଭେ ତୁମ୍ଭ ସହିତ ଓ ତୁମ୍ଭ ଭବିଷ୍ୟତ ବଂଶପରମ୍ପରା ସହିତ ଯେଉଁ ନିୟମ ସ୍ଥିର କଲୁ, ତାହା ଅନନ୍ତକାଳ ସ୍ଥାୟୀ ହେବ। ତହିଁରେ ଆମ୍ଭେ ତୁମ୍ଭର ଓ ତୁମ୍ଭ ଭବିଷ୍ୟତ ବଂଶର ପରମେଶ୍ଵର ହେବା।

Viz kapitola kopírovat

ଓଡିଆ ବାଇବେଲ

7 ଆମ୍ଭେ ତୁମ୍ଭ ସହିତ ଓ ତୁମ୍ଭ ଭବିଷ୍ୟତ ବଂଶ-ପରମ୍ପରା ସହିତ ଯେଉଁ ନିୟମ ସ୍ଥିର କଲୁ, ତାହା ଅନନ୍ତକାଳସ୍ଥାୟୀ ହେବ। ତହିଁରେ ଆମ୍ଭେ ତୁମ୍ଭର ଓ ତୁମ୍ଭ ଭବିଷ୍ୟତ ବଂଶର ପରମେଶ୍ୱର ହେବା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଆମ୍ଭେ ତୁମ୍ଭ ସହିତ ଓ ତୁମ୍ଭ ଭବିଷ୍ୟତ ବଂଶ-ପରମ୍ପରା ସହିତ ଯେଉଁ ନିୟମ ସ୍ଥିର କଲୁ, ତାହା ଅନନ୍ତକାଳସ୍ଥାୟୀ ହେବ। ତହିଁରେ ଆମ୍ଭେ ତୁମ୍ଭର ଓ ତୁମ୍ଭ ଭବିଷ୍ୟତ ବଂଶର ପରମେଶ୍ୱର ହେବା।

Viz kapitola kopírovat




ଆଦି ପୁସ୍ତକ 17:7

Následuj nás:

Reklamy


Reklamy