ଆଦି ପୁସ୍ତକ 18:13 - ପବିତ୍ର ବାଇବଲ13 ଏହା ପରେ ସଦାପ୍ରଭୁ ଅବ୍ରହାମଙ୍କୁ କହିଲେ, “ସାରା ହସି କହୁଛି ସେ ପିଲା ଜନ୍ମ କରିବା ପାଇଁ ବେଶି ବୁଢ଼ି ହୋଇଯାଇଛି। Viz kapitolaପବିତ୍ର ବାଇବଲ (Re-edited) - (BSI)13 ସେତେବେଳେ ସଦାପ୍ରଭୁ ଅବ୍ରହାମଙ୍କୁ କହିଲେ, ଆପଣାର ବୃଦ୍ଧାବସ୍ଥାରେ କି ନିଶ୍ଚୟ ସନ୍ତାନ ଜନ୍ମିବ, ଏହା ଭାବି ସାରା କାହିଁକି ହସିଲା? Viz kapitolaଓଡିଆ ବାଇବେଲ13 ସେତେବେଳେ ସଦାପ୍ରଭୁ ଅବ୍ରହାମଙ୍କୁ କହିଲେ, ଆପଣାର ବୃଦ୍ଧାବସ୍ଥାରେ କି ନିଶ୍ଚୟ ସନ୍ତାନ ଜନ୍ମିବ, ଏହା ଭାବି ସାରା କାହିଁକି ହସିଲା ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ସେତେବେଳେ ସଦାପ୍ରଭୁ ଅବ୍ରହାମଙ୍କୁ କହିଲେ, “‘ଆପଣାର ବୃଦ୍ଧାବସ୍ଥାରେ କି ନିଶ୍ଚୟ ସନ୍ତାନ ଜନ୍ମିବ,’ ଏହା ଭାବି ସାରା କାହିଁକି ହସିଲା? Viz kapitola |