Online Bible

- Reklamy -




ଆଦି ପୁସ୍ତକ 18:16 - ପବିତ୍ର ବାଇବଲ

16 ଏହା ପରେ ସେହି ତିନି ଜଣ ଯିବା ପାଇଁ ଉଠିଲେ, ସେମାନେ ସଦୋମ ଆଡ଼େ ମୁହାଁଇଲେ। ଏବଂ ସେମାନେ ସେହି ବାଟେ ଯିବାକୁ ଆରମ୍ଭ କଲେ। ଅବ୍ରହାମ ତାଙ୍କୁ ବାଟେଇ ଦେଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

16 ଅନନ୍ତର ସେହି ଲୋକମାନେ ସେଠାରୁ ଉଠି ସଦୋମ ଆଡ଼କୁ ପ୍ରସ୍ଥାନ କରନ୍ତେ, ଅବ୍ରହାମ ବାଟ ଦେଖାଇବାକୁ ସେମାନଙ୍କ ସଙ୍ଗେ ସଙ୍ଗେ ଚାଲିଲେ।

Viz kapitola kopírovat

ଓଡିଆ ବାଇବେଲ

16 ଏଥିଉତ୍ତାରେ ସେହି ଲୋକମାନେ ସେଠାରୁ ଉଠି ସଦୋମ ଆଡ଼କୁ ପ୍ରସ୍ଥାନ କରନ୍ତେ, ଅବ୍ରହାମ ବାଟ ଦେଖାଇବାକୁ ସେମାନଙ୍କ ସଙ୍ଗେ ସଙ୍ଗେ ଚାଲିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଏଥିଉତ୍ତାରେ ସେହି ଲୋକମାନେ ସେଠାରୁ ଉଠି ସଦୋମ ଆଡ଼କୁ ପ୍ରସ୍ଥାନ କରନ୍ତେ, ଅବ୍ରହାମ ବାଟ ଦେଖାଇବାକୁ ସେମାନଙ୍କ ସଙ୍ଗେ ସଙ୍ଗେ ଚାଲିଲେ।

Viz kapitola kopírovat




ଆଦି ପୁସ୍ତକ 18:16

Následuj nás:

Reklamy


Reklamy