ଆଦି ପୁସ୍ତକ 18:20 - ପବିତ୍ର ବାଇବଲ20 ଏହା ପରେ ସଦାପ୍ରଭୁ କହିଲେ, “ମୁଁ ଅନେକ ଅଭିଯୋଗ ଶୁଣିଅଛି, ସଦୋମ ଓ ଗୋମରାର ଲୋକମାନଙ୍କ ବିରୁଦ୍ଧରେ, ସେମାନେ ବହୁତ ପାପ କରିଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)20 ସଦାପ୍ରଭୁ ଆହୁରି କହିଲେ, ସଦୋମ ଓ ହମୋରାର ବିରୁଦ୍ଧରେ ମହାଧ୍ଵନି ଉଠୁଅଛି, ସେମାନଙ୍କର ପାପ ଅତିଶୟ ଗୁରୁତର; Viz kapitolaଓଡିଆ ବାଇବେଲ20 ସଦାପ୍ରଭୁ ଆହୁରି କହିଲେ, “ସଦୋମ ଓ ହମୋରାର ବିରୁଦ୍ଧରେ ମହାଧ୍ୱନି ଉଠୁଅଛି, ସେମାନଙ୍କର ପାପ ଅତିଶୟ ଗୁରୁତର; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ସଦାପ୍ରଭୁ ଆହୁରି କହିଲେ, “ସଦୋମ ଓ ହମୋରାର ବିରୁଦ୍ଧରେ ମହାଧ୍ୱନି ଉଠୁଅଛି, ସେମାନଙ୍କର ପାପ ଅତିଶୟ ଗୁରୁତର; Viz kapitola |