Online Bible

- Reklamy -




ଆଦି ପୁସ୍ତକ 18:22 - ପବିତ୍ର ବାଇବଲ

22 ଦୁଇ ଜଣ ଲୋକ ସଦୋମ ଆଡ଼କୁ ଗଲେ, ଯେତେବେଳେ ସଦାପ୍ରଭୁ ଅବ୍ରହାମଙ୍କ ସହିତ ରହିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

22 ଏଥିଉତ୍ତାରୁ ସେହି ବ୍ୟକ୍ତିମାନେ ସେହିଠାରୁ ବାହୁଡ଼ି ସଦୋମ ଆଡ଼କୁ ଗମନ କଲେ; ମାତ୍ର ଅବ୍ରହାମ ସେ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଛାମୁରେ ଛିଡ଼ା ହୋଇ ରହିଲେ।

Viz kapitola kopírovat

ଓଡିଆ ବାଇବେଲ

22 ଏଥିଉତ୍ତାରେ ସେହି ବ୍ୟକ୍ତିମାନେ ସେହିଠାରୁ ବାହୁଡ଼ି ସଦୋମ ଆଡ଼କୁ ଗମନ କଲେ; ମାତ୍ର ଅବ୍ରହାମ ସେ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଛାମୁରେ ଛିଡ଼ା ହୋଇ ରହିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଏଥିଉତ୍ତାରେ ସେହି ବ୍ୟକ୍ତିମାନେ ସେହିଠାରୁ ବାହୁଡ଼ି ସଦୋମ ଆଡ଼କୁ ଗମନ କଲେ; ମାତ୍ର ଅବ୍ରହାମ ସେ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଛାମୁରେ ଛିଡ଼ା ହୋଇ ରହିଲେ।

Viz kapitola kopírovat




ଆଦି ପୁସ୍ତକ 18:22

Následuj nás:

Reklamy


Reklamy