ଆଦି ପୁସ୍ତକ 18:23 - ପବିତ୍ର ବାଇବଲ23 ଏହା ପରେ ଅବ୍ରହାମ ସଦାପ୍ରଭୁଙ୍କର ନିକଟବର୍ତ୍ତୀ ହେଲେ ଏବଂ କହିଲେ, “ହେ ସଦାପ୍ରଭୁ, ଆପଣ କ’ଣ ନିରୀହ ଲୋକମାନଙ୍କୁ ଦୁଷ୍ଟ ଲୋକଙ୍କ ସହିତ ଧ୍ୱଂସ କରିବା ପାଇଁ ଯୋଜନା କରିଅଛନ୍ତି?” Viz kapitolaପବିତ୍ର ବାଇବଲ (Re-edited) - (BSI)23 ଅନନ୍ତର ଅବ୍ରହାମ ନିକଟକୁ ଯାଇ କହିଲେ, ଆପଣ କି ଦୁଷ୍ଟ ସହିତ ଧାର୍ମିକକୁ ସଂହାର କରିବେ? Viz kapitolaଓଡିଆ ବାଇବେଲ23 ଏଥିଉତ୍ତାରେ ଅବ୍ରହାମ ନିକଟକୁ ଯାଇ କହିଲେ, “ଆପଣ କି ଦୁଷ୍ଟ ସହିତ ଧାର୍ମିକକୁ ସଂହାର କରିବେ ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଏଥିଉତ୍ତାରେ ଅବ୍ରହାମ ନିକଟକୁ ଯାଇ କହିଲେ, “ଆପଣ କି ଦୁଷ୍ଟ ସହିତ ଧାର୍ମିକକୁ ସଂହାର କରିବେ? Viz kapitola |