ଆଦି ପୁସ୍ତକ 18:24 - ପବିତ୍ର ବାଇବଲ24 ଯଦି ପଗ୍ଭଶ୍ ଜଣ ଧାର୍ମିକ ଲୋକ ସେହି ନଗରରେ ଥା’ନ୍ତି, ଆପଣ କ’ଣ କରିବେ? ଆପଣ କ’ଣ ସମ୍ପୂର୍ଣ୍ଣ ରୂପେ ସେହି ଦେଶକୁ ଧ୍ୱଂସ କରିବେ? ପଗ୍ଭଶ୍ ଜଣ ଧାର୍ମିକଙ୍କ ସକାଶେ କ’ଣ ସେହି ସ୍ଥାନ ରକ୍ଷା ନ କରି ସଂହାର କରିବେ? Viz kapitolaପବିତ୍ର ବାଇବଲ (Re-edited) - (BSI)24 ହୋଇପାରେ, ନଗର ମଧ୍ୟରେ ପଚାଶ ଜଣ ଧାର୍ମିକ ଥିବେ; ତହିଁ ମଧ୍ୟବର୍ତ୍ତୀ ପଚାଶ ଜଣ ଧାର୍ମିକଙ୍କ ସକାଶେ କି ସେହି ସ୍ଥାନ ରକ୍ଷା ନ କରି ସଂହାର କରିବେ? Viz kapitolaଓଡିଆ ବାଇବେଲ24 ହୋଇପାରେ, ନଗର ମଧ୍ୟରେ ପଚାଶ ଜଣ ଧାର୍ମିକ ଥିବେ; ତହିଁ ମଧ୍ୟବର୍ତ୍ତୀ ପଚାଶ ଜଣ ଧାର୍ମିକଙ୍କ ସକାଶେ କି ସେହି ସ୍ଥାନ ରକ୍ଷା ନ କରି ସଂହାର କରିବେ ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ହୋଇପାରେ, ନଗର ମଧ୍ୟରେ ପଚାଶ ଜଣ ଧାର୍ମିକ ଥିବେ; ତହିଁ ମଧ୍ୟବର୍ତ୍ତୀ ପଚାଶ ଜଣ ଧାର୍ମିକଙ୍କ ସକାଶେ କି ସେହି ସ୍ଥାନ ରକ୍ଷା ନ କରି ସଂହାର କରିବେ? Viz kapitola |