ଆଦି ପୁସ୍ତକ 18:25 - ପବିତ୍ର ବାଇବଲ25 ନିଶ୍ଚୟ ଆପଣ ଭଲ ଲୋକଙ୍କୁ ଦୁଷ୍ଟ ଲୋକଙ୍କ ସହିତ ଧ୍ୱଂସ କରିବେ ନାହିଁ। ଯଦି ଏହା ହୁଏ, ତେବେ ଦୁଷ୍ଟ ଓ ଧାର୍ମିକ ଲୋକ ସମାନ ଭାବରେ ଗଣାଯିବେ। କ’ଣ ସାରା ପୃଥିବୀର ବିଗ୍ଭରକର୍ତ୍ତା ଯାହା ନ୍ୟାୟ, ତାହା କରିବେ ନାହିଁ?” Viz kapitolaପବିତ୍ର ବାଇବଲ (Re-edited) - (BSI)25 ଦୁଷ୍ଟ ସହିତ ଧାର୍ମିକକୁ ବିନାଶ କରିବାର କର୍ମ ଆପଣଙ୍କଠାରୁ ଦୂରେ ଥାଉ ଓ ଧାର୍ମିକକୁ ଦୁଷ୍ଟର ସମାନ କରିବା ଆପଣଙ୍କଠାରୁ ଦୂରେ ଥାଉ। ସମସ୍ତ ପୃଥିବୀର ବିଚାରକର୍ତ୍ତା କି ନ୍ୟାୟ ବିଚାର କରିବେ ନାହିଁ? Viz kapitolaଓଡିଆ ବାଇବେଲ25 ଦୁଷ୍ଟ ସହିତ ଧାର୍ମିକକୁ ବିନାଶ କରିବାର କର୍ମ ଆପଣଙ୍କଠାରୁ ଦୂରେ ଥାଉ ଓ ଧାର୍ମିକକୁ ଦୁଷ୍ଟର ସମାନ କରିବା ଆପଣଙ୍କଠାରୁ ଦୂରେ ଥାଉ। ସମସ୍ତ ପୃଥିବୀର ବିଚାରକର୍ତ୍ତା କି ନ୍ୟାୟ ବିଚାର କରିବେ ନାହିଁ ?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ଦୁଷ୍ଟ ସହିତ ଧାର୍ମିକକୁ ବିନାଶ କରିବାର କର୍ମ ଆପଣଙ୍କଠାରୁ ଦୂରେ ଥାଉ ଓ ଧାର୍ମିକକୁ ଦୁଷ୍ଟର ସମାନ କରିବା ଆପଣଙ୍କଠାରୁ ଦୂରେ ଥାଉ। ସମସ୍ତ ପୃଥିବୀର ବିଚାରକର୍ତ୍ତା କି ନ୍ୟାୟବିଚାର କରିବେ ନାହିଁ?” Viz kapitola |