Online Bible

- Reklamy -




ଆଦି ପୁସ୍ତକ 18:26 - ପବିତ୍ର ବାଇବଲ

26 ଏହା ପରେ ସଦାପ୍ରଭୁ କହିଲେ, “ମୁଁ ଯଦି ପଗ୍ଭଶ୍ ଜଣ ଭଲ ବ୍ୟକ୍ତି ସଦୋମରେ ଦେଖିବି, ମୁଁ ସେହି ସହରକୁ ଧ୍ୱଂସ କରିବି ନାହିଁ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

26 ତହିଁରେ ସଦାପ୍ରଭୁ କହିଲେ, ଆମ୍ଭେ ଯେବେ ସଦୋମ ନଗରରେ ପଚାଶ ଜଣ ଧାର୍ମିକ ଦେଖିବା, ତେବେ ସେମାନଙ୍କ ସକାଶେ ସମସ୍ତ ସ୍ଥାନ ରକ୍ଷା କରିବା।

Viz kapitola kopírovat

ଓଡିଆ ବାଇବେଲ

26 ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭେ ଯଦି ସଦୋମ ନଗରରେ ପଚାଶ ଜଣ ଧାର୍ମିକ ଦେଖିବା, ତେବେ ସେମାନଙ୍କ ସକାଶେ ସମସ୍ତ ସ୍ଥାନ ରକ୍ଷା କରିବା।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭେ ଯଦି ସଦୋମ ନଗରରେ ପଚାଶ ଜଣ ଧାର୍ମିକ ଦେଖିବା, ତେବେ ସେମାନଙ୍କ ସକାଶେ ସମସ୍ତ ସ୍ଥାନ ରକ୍ଷା କରିବା।”

Viz kapitola kopírovat




ଆଦି ପୁସ୍ତକ 18:26

Následuj nás:

Reklamy


Reklamy