Online Bible

- Reklamy -




ଆଦି ପୁସ୍ତକ 18:28 - ପବିତ୍ର ବାଇବଲ

28 ହୋଇପାରେ ସେହି ପଗ୍ଭଶ୍ ଜଣଙ୍କ ମଧ୍ୟରୁ ପାଞ୍ଚ ଜଣ ଊଣା ହୋଇପାରନ୍ତି, ଆପଣ କ’ଣ ଏହି ପାଞ୍ଚ ଜଣଙ୍କ କାରଣରୁ ସେହି ସହରକୁ ଧ୍ୱଂସ କରିବେ କି?” ସଦାପ୍ରଭୁ କହିଲେ, “ଯଦି ମୁଁ ସେଠାରେ ପଇଁଗ୍ଭଳିଶ ଜଣ ଧାର୍ମିକ ଲୋକ ଦେଖେ ତେବେ ସେ ନଗରକୁ ଧ୍ୱଂସ କରିବି ନାହିଁ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

28 ହୋଇପାରେ, ପଚାଶ ଜଣ ଧାର୍ମିକ ମଧ୍ୟରୁ ପାଞ୍ଚ ଜଣ ଊଣା ଥିବେ; ସେହି ପାଞ୍ଚ ଜଣ ଊଣା ହେବା ସକାଶୁ କି ଆପଣ ସମସ୍ତ ନଗର ବିନଷ୍ଟ କରିବେ? ସେ କହିଲେ, ଆମ୍ଭେ ପଞ୍ଚଚାଳିଶ ଜଣ ପାଇଲେ, ତାହା ବିନଷ୍ଟ କରିବା ନାହିଁ।

Viz kapitola kopírovat

ଓଡିଆ ବାଇବେଲ

28 ହୋଇପାରେ, ପଚାଶ ଜଣ ଧାର୍ମିକ ମଧ୍ୟରୁ ପାଞ୍ଚ ଜଣ ଊଣା ଥିବେ; ସେହି ପାଞ୍ଚ ଜଣ ଊଣା ହେବା ସକାଶୁ କି ଆପଣ ସମସ୍ତ ନଗର ବିନଷ୍ଟ କରିବେ ?” ସଦାପ୍ରଭୁ କହିଲେ, “ଆମ୍ଭେ ପଞ୍ଚଚାଳିଶ ଜଣ ପାଇଲେ, ତାହା ବିନଷ୍ଟ କରିବା ନାହିଁ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ହୋଇପାରେ, ପଚାଶ ଜଣ ଧାର୍ମିକ ମଧ୍ୟରୁ ପାଞ୍ଚ ଜଣ ଊଣା ଥିବେ; ସେହି ପାଞ୍ଚ ଜଣ ଊଣା ହେବା ସକାଶୁ କି ଆପଣ ସମସ୍ତ ନଗର ବିନଷ୍ଟ କରିବେ?” ସଦାପ୍ରଭୁ କହିଲେ, “ଆମ୍ଭେ ପଞ୍ଚଚାଳିଶ ଜଣ ପାଇଲେ, ତାହା ବିନଷ୍ଟ କରିବା ନାହିଁ।”

Viz kapitola kopírovat




ଆଦି ପୁସ୍ତକ 18:28

Následuj nás:

Reklamy


Reklamy