ଆଦି ପୁସ୍ତକ 18:31 - ପବିତ୍ର ବାଇବଲ31 ଏହା ପରେ ଅବ୍ରହାମ କହିଲେ, “ମୁଁ ଆପଣଙ୍କୁ କଷ୍ଟ ଦେଇ ପୁନର୍ବାର ପଗ୍ଭରିବି କି? ଯଦି କୋଡ଼ିଏ ଜଣ ଧାର୍ମିକ ଲୋକ ଥା’ନ୍ତି, ତେବେ କ’ଣ ଆପଣ ନଗରକୁ ଧ୍ୱଂସ କରିବେ?” ସଦାପ୍ରଭୁ ଉତ୍ତର ଦେଲେ, “ଯଦି କୋଡ଼ିଏ ଜଣ ଧାର୍ମିକ ଲୋକ ଥା’ନ୍ତି, ତେବେ ମୁଁ ନଗରକୁ ଧ୍ୱଂସ କରିବି ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)31 ସେ କହିଲେ, ଦେଖନ୍ତୁ, ପ୍ରଭୁଙ୍କ ଛାମୁରେ ମୁଁ ପୁନର୍ବାର କଥା କହିବାକୁ ପ୍ରବୃତ୍ତ ହୋଇଅଛି; ହୋଇପାରେ, ସେଠାରେ କୋଡ଼ିଏ ଜଣ ମିଳିବେ। ସେ କହିଲେ, ସେହି କୋଡ଼ିଏ ଜଣ ସକାଶୁ ଆମ୍ଭେ ତାହା ବିନଷ୍ଟ କରିବା ନାହିଁ। Viz kapitolaଓଡିଆ ବାଇବେଲ31 ଅବ୍ରହାମ କହିଲେ, “ଦେଖନ୍ତୁ, ପ୍ରଭୁଙ୍କ ଛାମୁରେ ମୁଁ ପୁନର୍ବାର କଥା କହିବାକୁ ପ୍ରବୃତ୍ତ ହୋଇଅଛି; ହୋଇପାରେ, ସେଠାରେ କୋଡ଼ିଏ ଜଣ ମିଳିବେ।” ସଦାପ୍ରଭୁ କହିଲେ, “ସେହି କୋଡ଼ିଏ ଜଣ ସକାଶୁ ଆମ୍ଭେ ତାହା ବିନଷ୍ଟ କରିବା ନାହିଁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ଅବ୍ରହାମ କହିଲେ, “ଦେଖନ୍ତୁ, ପ୍ରଭୁଙ୍କ ଛାମୁରେ ମୁଁ ପୁନର୍ବାର କଥା କହିବାକୁ ପ୍ରବୃତ୍ତ ହୋଇଅଛି; ହୋଇପାରେ, ସେଠାରେ କୋଡ଼ିଏ ଜଣ ମିଳିବେ।” ସଦାପ୍ରଭୁ କହିଲେ, “ସେହି କୋଡ଼ିଏ ଜଣ ସକାଶୁ ଆମ୍ଭେ ତାହା ବିନଷ୍ଟ କରିବା ନାହିଁ।” Viz kapitola |