Online Bible

- Reklamy -




ଆଦି ପୁସ୍ତକ 18:33 - ପବିତ୍ର ବାଇବଲ

33 ସଦାପ୍ରଭୁ ଅବ୍ରହାମଙ୍କ ସହିତ କଥା ଶେଷ କଲାପରେ, ସଦାପ୍ରଭୁ ସେଠାରୁ ବିଦାୟ ନେଲେ ଓ ଏହା ପରେ ଅବ୍ରହାମ ତାଙ୍କ ତମ୍ବୁକୁ ଫେରିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

33 ସେତେବେଳେ ସଦାପ୍ରଭୁ ଅବ୍ରହାମଙ୍କ ସହିତ ଏପ୍ରକାର କଥୋପକଥନ ସମାପନ କରି ପ୍ରସ୍ଥାନ କଲେ, ପୁଣି ଅବ୍ରହାମ ହିଁ ସ୍ଵସ୍ଥାନକୁ ଫେରିଗଲେ।

Viz kapitola kopírovat

ଓଡିଆ ବାଇବେଲ

33 ସେତେବେଳେ ସଦାପ୍ରଭୁ ଅବ୍ରହାମ‌ଙ୍କ ସହିତ ଏପ୍ରକାର କଥୋପକଥନ ସମାପନ କରି ପ୍ରସ୍ଥାନ କଲେ, ପୁଣି, ଅବ୍ରହାମ ମଧ୍ୟ ସ୍ୱସ୍ଥାନକୁ ଫେରିଗଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ସେତେବେଳେ ସଦାପ୍ରଭୁ ଅବ୍ରହାମଙ୍କ ସହିତ ଏପ୍ରକାର କଥୋପକଥନ ସମାପନ କରି ପ୍ରସ୍ଥାନ କଲେ, ପୁଣି, ଅବ୍ରହାମ ମଧ୍ୟ ସ୍ୱ ସ୍ଥାନକୁ ଫେରିଗଲେ।

Viz kapitola kopírovat




ଆଦି ପୁସ୍ତକ 18:33

Následuj nás:

Reklamy


Reklamy