Online Bible

- Reklamy -




ଆଦି ପୁସ୍ତକ 18:8 - ପବିତ୍ର ବାଇବଲ

8 ଅବ୍ରହାମ କିଛି ରନ୍ଧା ମାଂସ, କିଛି ରୋଟୀ, ଦୁ‌ଗ୍‌ଧ କିଛି ଛେନା ଆଣି ସେହି ତିନି ଲୋକଙ୍କ ସମ୍ମୁଖରେ ରଖିଲେ। ଅବ୍ରହାମ ତାଙ୍କ ନିକଟରେ ଛିଡ଼ା ହୋଇ ଖାଇବାକୁ ନିବେଦନ କଲେ। ସେମାନେ ସେହି ବୃକ୍ଷମୂଳେ ତାହା ଭୋଜନ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

8 ସେତେବେଳେ ସେ ଦଧି, ଦୁଗ୍ଧ ଓ ପକ୍ଵ ଗୋବତ୍ସ ଆଣି ସେମାନଙ୍କ ନିକଟରେ ରଖିଲେ, ପୁଣି ସେମାନଙ୍କ ଭୋଜନ ସମୟରେ ବୃକ୍ଷ ମୂଳେ ସେମାନଙ୍କ ନିକଟରେ ଛିଡ଼ା ହେଲେ।

Viz kapitola kopírovat

ଓଡିଆ ବାଇବେଲ

8 ସେତେବେଳେ ସେ ଦହି, ଦୁଗ୍ଧ ଓ ପକ୍ୱ ଗୋବତ୍ସ ଆଣି ସେମାନଙ୍କ ନିକଟରେ ରଖିଲେ, ପୁଣି, ସେମାନଙ୍କ ଭୋଜନ ସମୟରେ ବୃକ୍ଷ ମୂଳେ ସେମାନଙ୍କ ନିକଟରେ ଛିଡ଼ା ହେଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ସେତେବେଳେ ସେ ଦହି, ଦୁଗ୍ଧ ଓ ପକ୍ୱ ଗୋବତ୍ସ ଆଣି ସେମାନଙ୍କ ନିକଟରେ ରଖିଲେ, ପୁଣି, ସେମାନଙ୍କ ଭୋଜନ ସମୟରେ ବୃକ୍ଷ ମୂଳେ ସେମାନଙ୍କ ନିକଟରେ ଛିଡ଼ା ହେଲେ।

Viz kapitola kopírovat




ଆଦି ପୁସ୍ତକ 18:8

Následuj nás:

Reklamy


Reklamy