ଆଦି ପୁସ୍ତକ 19:25 - ପବିତ୍ର ବାଇବଲ25 ସେହି ନଗରଗୁଡ଼ିକୁ, ସମୁଦାୟ ଉପତ୍ୟକା କ୍ଷେତ୍ରଗୁଡ଼ିକ ଓ ତନ୍ମଧ୍ୟସ୍ଥ ସମସ୍ତ ଲୋକ ଓ ସମସ୍ତ ବୃକ୍ଷଲତା ଧ୍ୱଂସ ହୋଇଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)25 ସେହି ସମୁଦାୟ ନଗର ଓ ପ୍ରାନ୍ତର ଓ ତନ୍ମଧ୍ୟସ୍ଥିତ ଲୋକ ଓ ସେହି ଭୂମିରେ ଜାତ ସକଳ ପଦାର୍ଥ ଉତ୍ପାଟନ କଲେ। Viz kapitolaଓଡିଆ ବାଇବେଲ25 ସେହି ସମୁଦାୟ ନଗର ଓ ପ୍ରାନ୍ତର ଓ ତନ୍ମଧ୍ୟସ୍ଥିତ ଲୋକ ଓ ସେହି ଭୂମିରେ ଜାତ ସକଳ ପଦାର୍ଥ ଉତ୍ପାଟନ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ସେହି ସମୁଦାୟ ନଗର ଓ ପ୍ରାନ୍ତର ଓ ତନ୍ମଧ୍ୟସ୍ଥିତ ଲୋକ ଓ ସେହି ଭୂମିରେ ଜାତ ସକଳ ପଦାର୍ଥ ଉତ୍ପାଟନ କଲେ। Viz kapitola |