ଆଦି ପୁସ୍ତକ 19:29 - ପବିତ୍ର ବାଇବଲ29 ଏହିରୂପେ ସେହି ପ୍ରାନ୍ତର ସ୍ଥିତ ସମସ୍ତ ନଗରର ବିନାଶ ସମୟରେ ପରମେଶ୍ୱର ଅବ୍ରହାମଙ୍କୁ ମନେ କଲେ। ପୁଣି ଲୋଟ ଯେଉଁ ଯେଉଁ ନଗରରେ ବାସ କରିଥିଲେ, ସେହି ନଗରର ଉତ୍ପାଟନ ସମୟରେ ସେ ଲୋଟକୁ ତନ୍ମଧ୍ୟରୁ ବାହାର କରୁଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)29 ଏହିରୂପେ ସେହି ପ୍ରାନ୍ତରସ୍ଥିତ ସମସ୍ତ ନଗରର ବିନାଶ ସମୟରେ ପରମେଶ୍ଵର ଅବ୍ରହାମଙ୍କୁ ସ୍ମରଣ କଲେ, ପୁଣି ଲୋଟ ଯେଉଁ ଯେଉଁ ନଗରରେ ବାସ କରିଥିଲା, ସେହି ସେହି ନଗରର ଉତ୍ପାଟନ ସମୟରେ ଉତ୍ପାଟନ ମଧ୍ୟରୁ ଲୋଟକୁ ବାହାର କଲେ। Viz kapitolaଓଡିଆ ବାଇବେଲ29 ଏହିରୂପେ ସେହି ପ୍ରାନ୍ତରସ୍ଥିତ ସମସ୍ତ ନଗରର ବିନାଶ ସମୟରେ ପରମେଶ୍ୱର ଅବ୍ରହାମଙ୍କୁ ସ୍ମରଣ କଲେ, ପୁଣି, ଲୋଟ ଯେଉଁ ଯେଉଁ ନଗରରେ ବାସ କରିଥିଲା, ସେହି ସେହି ନଗରର ଉତ୍ପାଟନ ସମୟରେ ଉତ୍ପାଟନ ମଧ୍ୟରୁ ଲୋଟକୁ ବାହାର କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ଏହିରୂପେ ସେହି ପ୍ରାନ୍ତରସ୍ଥିତ ସମସ୍ତ ନଗରର ବିନାଶ ସମୟରେ ପରମେଶ୍ୱର ଅବ୍ରହାମଙ୍କୁ ସ୍ମରଣ କଲେ, ପୁଣି, ଲୋଟ ଯେଉଁ ଯେଉଁ ନଗରରେ ବାସ କରିଥିଲା, ସେହି ସେହି ନଗରର ଉତ୍ପାଟନ ସମୟରେ ଉତ୍ପାଟନ ମଧ୍ୟରୁ ଲୋଟକୁ ବାହାର କଲେ। Viz kapitola |