ଆଦି ପୁସ୍ତକ 19:32 - ପବିତ୍ର ବାଇବଲ32 ତେଣୁ ଆସ ଆମ୍ଭେ ଆମ୍ଭର ପିତାଙ୍କୁ ମଦ୍ୟପାନ କରାଇବା ତାହାପରେ ଆମ୍ଭେ ତାଙ୍କ ସହିତ ସହବାସ କରିବା, ଏହି ଉପାୟରେ ଆମ୍ଭେ ଆମ୍ଭର ବଂଶ ରକ୍ଷା କରି ପାରିବା।” Viz kapitolaପବିତ୍ର ବାଇବଲ (Re-edited) - (BSI)32 ଆସ, ଆମ୍ଭେମାନେ ପିତାଙ୍କୁ ଦ୍ରାକ୍ଷାରସ ପାନ କରାଇ ପିତାଙ୍କ ବଂଶ ରକ୍ଷା ନିମିତ୍ତ ତାଙ୍କ ସଙ୍ଗେ ଶୟନ କରିବା। Viz kapitolaଓଡିଆ ବାଇବେଲ32 ଆସ, ଆମ୍ଭେମାନେ ପିତାଙ୍କୁ ଦ୍ରାକ୍ଷାରସ ପାନ କରାଇ ପିତାଙ୍କ ବଂଶ ରକ୍ଷା ନିମିତ୍ତ ତାଙ୍କ ସଙ୍ଗେ ଶୟନ କରିବା।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ଆସ, ଆମ୍ଭେମାନେ ପିତାଙ୍କୁ ଦ୍ରାକ୍ଷାରସ ପାନ କରାଇ ପିତାଙ୍କ ବଂଶ ରକ୍ଷା ନିମିତ୍ତ ତାଙ୍କ ସଙ୍ଗେ ଶୟନ କରିବା।” Viz kapitola |