ଆଦି ପୁସ୍ତକ 19:35 - ପବିତ୍ର ବାଇବଲ35 ତେଣୁ ସେହି ରାତିରେ ସେ ଦୁହେଁ ମିଶି ତାଙ୍କର ପିତାଙ୍କୁ ମଦ୍ୟପାନ କରାଇଲେ। ତା'ପରେ ତାଙ୍କର ସାନ ଝିଅ ଯାଇ ତାଙ୍କ ସହିତ ସହବାସ କଲା। ଆଉଥରେ ଲୋଟ ଅତ୍ୟଧିକ ମଦ୍ୟପାନ କରିଥିବାରୁ ତାଙ୍କ ଝିଅ କେତେବେଳେ ଆସି କେତେବେଳେ ସହବାସ କରି ଯାଇଛି ସେ ଜାଣିପାରି ନ ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)35 ତହିଁରେ ସେମାନେ ସେହି ରାତ୍ରିରେ ମଧ୍ୟ ପିତାକୁ ଦ୍ରାକ୍ଷାରସ ପାନ କରାନ୍ତେ, କନିଷ୍ଠା କନ୍ୟା ଉଠି ତାହା ସଙ୍ଗେ ଶୟନ କଲା; ମାତ୍ର ତାହାର ଶୟନ କରିବାର ଓ ଉଠିଯିବାର ଲୋଟ ଜାଣି ପାରିଲା ନାହିଁ। Viz kapitolaଓଡିଆ ବାଇବେଲ35 ତହିଁରେ ସେମାନେ ସେହି ରାତ୍ରିରେ ମଧ୍ୟ ପିତାଙ୍କୁ ଦ୍ରାକ୍ଷାରସ ପାନ କରାନ୍ତେ, କନିଷ୍ଠା କନ୍ୟା ଉଠି ତାହା ସଙ୍ଗେ ଶୟନ କଲା; ମାତ୍ର ତାହାର ଶୟନ କରିବାର ଓ ଉଠିଯିବାର ଲୋଟ ଜାଣି ପାରିଲା ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 ତହିଁରେ ସେମାନେ ସେହି ରାତ୍ରିରେ ମଧ୍ୟ ପିତାଙ୍କୁ ଦ୍ରାକ୍ଷାରସ ପାନ କରାନ୍ତେ, କନିଷ୍ଠା କନ୍ୟା ଉଠି ତାହା ସଙ୍ଗେ ଶୟନ କଲା; ମାତ୍ର ତାହାର ଶୟନ କରିବାର ଓ ଉଠିଯିବାର ଲୋଟ ଜାଣି ପାରିଲା ନାହିଁ। Viz kapitola |