ଆଦି ପୁସ୍ତକ 2:11 - ପବିତ୍ର ବାଇବଲ11 ପ୍ରଥମ ନଦୀର ନାମ ପିଶୋନ୍ ଥିଲା। ତାହା ସମସ୍ତ ହବିଲା ଦେଶ ଚତୁର୍ପାର୍ଶ୍ୱ ଦେଇ ବହିଗଲା, ଯେଉଁ ସ୍ଥାନରେ ସୁବର୍ଣ୍ଣ ଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)11 ପ୍ରଥମ ନଦୀର ନାମ ପିଶୋନ; ତାହା ସ୍ଵର୍ଣ୍ଣୋତ୍ପାଦକ ହବିଲା ଦେଶସମୂହକୁ ବେଷ୍ଟନ କରେ। Viz kapitolaଓଡିଆ ବାଇବେଲ11 ପ୍ରଥମ ନଦୀର ନାମ ପିଶୋନ; ତାହା ସ୍ୱର୍ଣ୍ଣୋତ୍ପାଦକ ହବୀଲା ଦେଶସମୂହକୁ ବେଷ୍ଟନ କରେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ପ୍ରଥମ ନଦୀର ନାମ ପିଶୋନ; ତାହା ସ୍ୱର୍ଣ୍ଣୋତ୍ପାଦକ ହବୀଲା ଦେଶସମୂହକୁ ବେଷ୍ଟନ କରେ। Viz kapitola |