ଆଦି ପୁସ୍ତକ 2:2 - ପବିତ୍ର ବାଇବଲ2 ସପ୍ତମ ଦିନରେ, ପରମେଶ୍ୱର ସୃଷ୍ଟିର ପ୍ରତ୍ୟେକ କାର୍ଯ୍ୟ ସମାପ୍ତ କଲେ। ସେଥିପାଇଁ ସପ୍ତମ ଦିନରେ ପରମେଶ୍ୱର ଆପଣାର ସମସ୍ତ କାର୍ଯ୍ୟରୁ ବିଶ୍ରାମ ନେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ଏଥୁଅନ୍ତେ ପରମେଶ୍ଵର ଆପଣାର କାର୍ଯ୍ୟ ସମାପ୍ତ କରି ସପ୍ତମ ଦିନରେ ଆପଣାର କୃତ ସମସ୍ତ କାର୍ଯ୍ୟରୁ ବିଶ୍ରାମ କଲେ। Viz kapitolaଓଡିଆ ବାଇବେଲ2 ପରମେଶ୍ୱର ସପ୍ତମ ଦିନରେ ଆପଣାର କାର୍ଯ୍ୟ ସମାପ୍ତ କରି ସେହି ସପ୍ତମ ଦିନରେ ଆପଣାର କୃତ ସମସ୍ତ କାର୍ଯ୍ୟରୁ ବିଶ୍ରାମ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପରମେଶ୍ୱର ସପ୍ତମ ଦିନରେ ଆପଣାର କାର୍ଯ୍ୟ ସମାପ୍ତ କରି ସେହି ସପ୍ତମ ଦିନରେ ଆପଣାର କୃତ ସମସ୍ତ କାର୍ଯ୍ୟରୁ ବିଶ୍ରାମ କଲେ। Viz kapitola |