ଆଦି ପୁସ୍ତକ 2:20 - ପବିତ୍ର ବାଇବଲ20 ମନୁଷ୍ୟ ବଡ଼ ପ୍ରାଣୀମାନଙ୍କର ନାମ, ଆକାଶରେ ଉଡ଼ୁଥିବା ପକ୍ଷୀ ଏବଂ ପ୍ରତ୍ୟେକ ଜୀବିତ ପ୍ରାଣୀଙ୍କର ନାମ ରଖିଲା। କିନ୍ତୁ ତା’ ଭିତରୁ କାହାକୁ ତାଙ୍କର ଅନୁରୂପ ସହକାରିଣୀ ଭାବେ ବାଛି ପାରି ନ ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)20 ଏହି ରୂପେ ଆଦମ ପଶୁ, ଖେଚର ପକ୍ଷୀ ଓ ବିଲର ପ୍ରତ୍ୟେକ ଜନ୍ତୁର ନାମ ଦେଲେ; ମାତ୍ର ମନୁଷ୍ୟ ନିମନ୍ତେ ତାଙ୍କର ଅନୁରୂପ ସହକାରିଣୀ ଦେଖାଗଲା ନାହିଁ। Viz kapitolaଓଡିଆ ବାଇବେଲ20 ଏହିରୂପେ ଆଦମ ପଶୁ, ଖେଚର ପକ୍ଷୀ ଓ ବିଲର ପ୍ରତ୍ୟେକ ଜନ୍ତୁର ନାମ ଦେଲେ; ମାତ୍ର, ମନୁଷ୍ୟ ନିମନ୍ତେ ତାଙ୍କର ଅନୁରୂପ ସହକାରିଣୀ ଦେଖାଗଲା ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଏହିରୂପେ ଆଦମ ପଶୁ, ଖେଚର ପକ୍ଷୀ ଓ ବିଲର ପ୍ରତ୍ୟେକ ଜନ୍ତୁର ନାମ ଦେଲେ; ମାତ୍ର, ମନୁଷ୍ୟ ନିମନ୍ତେ ତାଙ୍କର ଅନୁରୂପ ସହକାରିଣୀ ଦେଖାଗଲା ନାହିଁ। Viz kapitola |