ଆଦି ପୁସ୍ତକ 2:21 - ପବିତ୍ର ବାଇବଲ21 ତା'ପରେ ସଦାପ୍ରଭୁ ପରମେଶ୍ୱର ମନୁଷ୍ୟକୁ ଘୋର ନିଦ୍ରାରେ ଶୁଆଇ ଦେଲେ। ସେ ତା'ର ଶରୀରରୁ ଖଣ୍ଡେ ପଞ୍ଜରା ନେଲେ ଏବଂ ସେହି କ୍ଷତ ବନ୍ଦ କରିଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)21 ଅନନ୍ତର ସଦାପ୍ରଭୁ ପରମେଶ୍ଵର ଆଦମଙ୍କୁ ଘୋର ନିଦ୍ରାଗ୍ରସ୍ତ କରାଇ ସେହି ନିଦ୍ରା ସମୟରେ ତାଙ୍କର ଖଣ୍ତେ ପଞ୍ଜର ନେଇ ମାଂସ ଦ୍ଵାରା ସେହି ସ୍ଥାନ ପୂର୍ଣ୍ଣ କଲେ। Viz kapitolaଓଡିଆ ବାଇବେଲ21 ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର ଆଦମଙ୍କୁ ଘୋର ନିଦ୍ରାଗ୍ରସ୍ତ କରାଇ ସେହି ନିଦ୍ରା ସମୟରେ ତାଙ୍କର ଖଣ୍ଡେ ପଞ୍ଜରା ନେଇ ମାଂସ ଦ୍ୱାରା ସେହି ସ୍ଥାନ ପୂର୍ଣ୍ଣ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର ଆଦମଙ୍କୁ ଘୋର ନିଦ୍ରାଗ୍ରସ୍ତ କରାଇ ସେହି ନିଦ୍ରା ସମୟରେ ତାଙ୍କର ଖଣ୍ଡେ ପଞ୍ଜରା ନେଇ ମାଂସ ଦ୍ୱାରା ସେହି ସ୍ଥାନ ପୂର୍ଣ୍ଣ କଲେ। Viz kapitola |