ଆଦି ପୁସ୍ତକ 2:22 - ପବିତ୍ର ବାଇବଲ22 ସଦାପ୍ରଭୁ ପରମେଶ୍ୱର ମନୁଷ୍ୟର ପଞ୍ଜରା ହାଡ଼ରୁ ଏକ ସ୍ତ୍ରୀ ନିର୍ମାଣ କଲେ ଏବଂ ମନୁଷ୍ୟ ନିକଟକୁ ତାହାକୁ ଆଣିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)22 ଆଉ ସଦାପ୍ରଭୁ ପରମେଶ୍ଵର ଆଦମଙ୍କଠାରୁ ଯେଉଁ ପଞ୍ଜର ଖଣ୍ତିକ ନେଲେ, ତଦ୍ଦ୍ଵାରା ଏକ ସ୍ତ୍ରୀ ନିର୍ମାଣ କରି ଆଦମଙ୍କ ନିକଟକୁ ଆଣିଲେ। Viz kapitolaଓଡିଆ ବାଇବେଲ22 ଆଉ ସଦାପ୍ରଭୁ ପରମେଶ୍ୱର ଆଦମଙ୍କଠାରୁ ଯେଉଁ ପଞ୍ଜରା ଖଣ୍ଡିକ ନେଲେ, ତଦ୍ଦ୍ୱାରା ଏକ ସ୍ତ୍ରୀ ନିର୍ମାଣ କରି ଆଦମଙ୍କ ନିକଟକୁ ଆଣିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଆଉ ସଦାପ୍ରଭୁ ପରମେଶ୍ୱର ଆଦମଙ୍କଠାରୁ ଯେଉଁ ପଞ୍ଜରା ଖଣ୍ଡିକ ନେଲେ, ତଦ୍ଦ୍ୱାରା ଏକ ସ୍ତ୍ରୀ ନିର୍ମାଣ କରି ଆଦମଙ୍କ ନିକଟକୁ ଆଣିଲେ। Viz kapitola |