ଆଦି ପୁସ୍ତକ 2:7 - ପବିତ୍ର ବାଇବଲ7 ଏହା ପରେ ସଦାପ୍ରଭୁ ପରମେଶ୍ୱର ଭୂମିରୁ ଧୂଳି ନେଇ ମନୁଷ୍ୟ ସୃଷ୍ଟି କଲେ। ସଦାପ୍ରଭୁ ତା'ର ନାସିକା ରନ୍ଧ୍ରରେ ଫୁଙ୍କ ଦେଇ ପ୍ରାଣବାୟୁ ପ୍ରବେଶ କରାଇଲେ। ତହିଁରେ ମନୁଷ୍ୟ ଜୀବିତ ପ୍ରାଣୀ ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)7 ଅନନ୍ତର ସଦାପ୍ରଭୁ ପରମେଶ୍ଵର ଭୂମିର ଧୂଳି ଦ୍ଵାରା ମନୁଷ୍ୟକୁ ନିର୍ମାଣ କରି ତାହାର ନାସିକାରନ୍ଧ୍ରରେ ଫୁଙ୍କ ଦେଇ ପ୍ରାଣବାୟୁ ପ୍ରବେଶ କରାଇଲେ; ତହିଁରେ ମନୁଷ୍ୟ ଜୀବିତ ପ୍ରାଣୀ ହେଲା। Viz kapitolaଓଡିଆ ବାଇବେଲ7 ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର ଭୂମିର ଧୂଳି ଦ୍ୱାରା ମନୁଷ୍ୟକୁ ନିର୍ମାଣ କରି ତାହାର ନାସିକାରନ୍ଧ୍ରରେ ଫୁଙ୍କ ଦେଇ ପ୍ରାଣବାୟୁ ପ୍ରବେଶ କରାଇଲେ; ତହିଁରେ ମନୁଷ୍ୟ ଜୀବିତ ପ୍ରାଣୀ ହେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର ଭୂମିର ଧୂଳି ଦ୍ୱାରା ମନୁଷ୍ୟକୁ ନିର୍ମାଣ କରି ତାହାର ନାସିକାରନ୍ଧ୍ରରେ ଫୁଙ୍କ ଦେଇ ପ୍ରାଣବାୟୁ ପ୍ରବେଶ କରାଇଲେ; ତହିଁରେ ମନୁଷ୍ୟ ଜୀବିତ ପ୍ରାଣୀ ହେଲା। Viz kapitola |