ଆଦି ପୁସ୍ତକ 20:1 - ପବିତ୍ର ବାଇବଲ1 ଏହା ପରେ ଅବ୍ରହାମ ସେଠାରୁ ଦକ୍ଷିଣ ଦେଶକୁ ଯାତ୍ରା କରି କାଦେଶ ଓ ଶୁରର ମଧ୍ୟସ୍ଥାନରେ ଥାଇ ଗରାରରେ ବାସ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ଅବ୍ରହାମ ସେଠାରୁ ଦକ୍ଷିଣ ଦେଶକୁ ଯାତ୍ରା କରି କାଦେଶ ଓ ଶୂରର ମଧ୍ୟ ସ୍ଥାନରେ ଥାଇ ଗରାରରେ ପ୍ରବାସ କଲେ। Viz kapitolaଓଡିଆ ବାଇବେଲ1 ଏଥିଉତ୍ତାରେ ଅବ୍ରହାମ ସେଠାରୁ ଦକ୍ଷିଣ ଦେଶକୁ ଯାତ୍ରା କରି କାଦେଶ ଓ ଶୂରର ମଧ୍ୟ ସ୍ଥାନରେ ଥାଇ ଗରାରରେ ପ୍ରବାସ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ଅବ୍ରହାମ ସେଠାରୁ ଦକ୍ଷିଣ ଦେଶକୁ ଯାତ୍ରା କରି କାଦେଶ ଓ ଶୂରର ମଧ୍ୟସ୍ଥାନରେ ଥାଇ ଗରାରରେ ପ୍ରବାସ କଲେ। Viz kapitola |