ଆଦି ପୁସ୍ତକ 20:12 - ପବିତ୍ର ବାଇବଲ12 ସେ ମୋର ସ୍ତ୍ରୀ, କିନ୍ତୁ ସେ ମଧ୍ୟ ମୋର ଭଉଣୀ। ସେ ହେଉଛି ମୋ’ ବାପାଙ୍କର ଏକ ଝିଅ। କିନ୍ତୁ ସେ ମୋ’ ମା’ର ଝିଅ ନୁହେଁ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ସେ ମୋହର ଭଗିନୀ, ଏହା ସତ୍ୟ, ଯେହେତୁ ସେ ମୋହର ପିତୃକନ୍ୟା, ମାତୃକନ୍ୟା ନୁହେଁ, ପୁଣି ମୋହର ଭାର୍ଯ୍ୟା ହେଲା। Viz kapitolaଓଡିଆ ବାଇବେଲ12 ସେ ମୋହର ଭଗିନୀ, ଏହା ସତ୍ୟ, ଯେହେତୁ ସେ ମୋହର ପିତୃକନ୍ୟା, ମାତୃକନ୍ୟା ନୁହେଁ, ପୁଣି, ମୋହର ଭାର୍ଯ୍ୟା ହେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ସେ ମୋହର ଭଗିନୀ, ଏହା ସତ୍ୟ, ଯେହେତୁ ସେ ମୋହର ପିତୃକନ୍ୟା, ମାତୃକନ୍ୟା ନୁହେଁ, ପୁଣି, ମୋହର ଭାର୍ଯ୍ୟା ହେଲା। Viz kapitola |