ଆଦି ପୁସ୍ତକ 20:3 - ପବିତ୍ର ବାଇବଲ3 କିନ୍ତୁ ଏକ ରାତିରେ, ପରମେଶ୍ୱର ଅବିମେଲକକୁ ସ୍ୱପ୍ନରେ କହିଲେ, “ତୁମ୍ଭେ ମରିବ, ତୁମ୍ଭେ ଯେଉଁ ସ୍ତ୍ରୀଲୋକକୁ ଆଣିଛ ସେ ବିବାହିତା।” Viz kapitolaପବିତ୍ର ବାଇବଲ (Re-edited) - (BSI)3 ତହୁଁ ରାତ୍ରିକାଳରେ ପରମେଶ୍ଵର ସ୍ଵପ୍ନ ଯୋଗେ ଅବିମେଲକଙ୍କ ନିକଟକୁ ଆସି କହିଲେ, ଦେଖ; ତୁମ୍ଭେ ମୃତକଳ୍ପ, କାରଣ ସେହି ଯେଉଁ ସ୍ତ୍ରୀକି ତୁମ୍ଭେ ନେଇଅଛ, ତାହାର ସ୍ଵାମୀ ଅଛି। Viz kapitolaଓଡିଆ ବାଇବେଲ3 ତହୁଁ ରାତ୍ରିକାଳରେ ପରମେଶ୍ୱର ସ୍ୱପ୍ନ ଯୋଗେ ଅବିମେଲକଙ୍କ ନିକଟକୁ ଆସି କହିଲେ, “ଦେଖ; ତୁମ୍ଭେ ମୃତକଳ୍ପ, କାରଣ ସେହି ଯେଉଁ ସ୍ତ୍ରୀକୁ ତୁମ୍ଭେ ନେଇଅଛ, ତାହାର ସ୍ୱାମୀ ଅଛି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତହୁଁ ରାତ୍ରିକାଳରେ ପରମେଶ୍ୱର ସ୍ୱପ୍ନ ଯୋଗେ ଅବିମେଲକଙ୍କ ନିକଟକୁ ଆସି କହିଲେ, “ଦେଖ; ତୁମ୍ଭେ ମୃତକଳ୍ପ, କାରଣ ସେହି ଯେଉଁ ସ୍ତ୍ରୀକୁ ତୁମ୍ଭେ ନେଇଅଛ, ତାହାର ସ୍ୱାମୀ ଅଛି।” Viz kapitola |