ଆଦି ପୁସ୍ତକ 20:8 - ପବିତ୍ର ବାଇବଲ8 ତେଣୁ ତା’ ପରଦିନ ପ୍ରଭାତରୁ ଅବିମେଲକ ତାଙ୍କର ଦାସମାନଙ୍କୁ ଡାକିଲେ ଏବଂ ତାଙ୍କର ସ୍ୱପ୍ନ ବିଷୟରେ କହିଲେ। ଦାସମାନେ ଭୟରେ ଥରିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ଅନନ୍ତର ଅବିମେଲକ ପ୍ରଭାତରେ ଉଠି ଦାସମାନଙ୍କୁ ଡାକି ଏସବୁ ବୃତ୍ତା; ସେମାନଙ୍କ କର୍ଣ୍ଣଗୋଚର କରନ୍ତେ, ସେମାନେ ଅତି ଭୟାକୁଳ ହେଲେ। Viz kapitolaଓଡିଆ ବାଇବେଲ8 ଏଥିଉତ୍ତାରେ ଅବିମେଲକ ପ୍ରଭାତରେ ଉଠି ଦାସମାନଙ୍କୁ ଡାକି ଏସବୁ ବୃତ୍ତାନ୍ତ ସେମାନଙ୍କ କର୍ଣ୍ଣଗୋଚର କରନ୍ତେ, ସେମାନେ ଅତି ଭୟାକୁଳ ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଏଥିଉତ୍ତାରେ ଅବିମେଲକ ପ୍ରଭାତରେ ଉଠି ଦାସମାନଙ୍କୁ ଡାକି ଏସବୁ ବୃତ୍ତାନ୍ତ ସେମାନଙ୍କ କର୍ଣ୍ଣଗୋଚର କରନ୍ତେ, ସେମାନେ ଅତି ଭୟାକୁଳ ହେଲେ। Viz kapitola |