ଆଦି ପୁସ୍ତକ 21:12 - ପବିତ୍ର ବାଇବଲ12 କିନ୍ତୁ ପରମେଶ୍ୱର ଅବ୍ରହାମଙ୍କୁ କହିଲେ, “ତୁମ୍ଭର ସେହି ଦାସୀ ଏବଂ ତାଙ୍କର ପୁତ୍ର ପାଇଁ ବ୍ୟସ୍ତ ହେବାର ନାହିଁ। ସାରା ଯେପରି ଗ୍ଭହୁଁଛି ସେପରି କର। ଇସ୍ହାକ ତୁମ୍ଭର ପରିବାରର ନାମ ରଖିବ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ସେତେବେଳେ ପରମେଶ୍ଵର ଅବ୍ରହାମଙ୍କୁ କହିଲେ, ତୁମ୍ଭେ ଏହି ବାଳକ ଓ ତୁମ୍ଭ ଦାସୀ ନିମନ୍ତେ ଦୁଃଖିତ ହୁଅ ନାହିଁ; ସାରା ତୁମ୍ଭକୁ ଯାହା କହୁଅଛି, ତାହାର ସେହି କଥାରେ ମନୋଯୋଗ କର; ଯେହେତୁ ଇସ୍ହାକଠାରୁ ତୁମ୍ଭର ବଂଶ ବିଖ୍ୟାତ ହେବ। Viz kapitolaଓଡିଆ ବାଇବେଲ12 ସେତେବେଳେ ପରମେଶ୍ୱର ଅବ୍ରହାମଙ୍କୁ କହିଲେ, “ତୁମ୍ଭେ ଏହି ବାଳକ ଓ ତୁମ୍ଭ ଦାସୀ ନିମନ୍ତେ ଦୁଃଖିତ ହୁଅ ନାହିଁ; ସାରା ତୁମ୍ଭକୁ ଯାହା କହୁଅଛି, ତାହାର ସେହି କଥାରେ ମନୋଯୋଗ କର; ଯେହେତୁ ଇସ୍ହାକଠାରୁ ତୁମ୍ଭର ବଂଶ ବିଖ୍ୟାତ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ସେତେବେଳେ ପରମେଶ୍ୱର ଅବ୍ରହାମଙ୍କୁ କହିଲେ, “ତୁମ୍ଭେ ଏହି ବାଳକ ଓ ତୁମ୍ଭ ଦାସୀ ନିମନ୍ତେ ଦୁଃଖିତ ହୁଅ ନାହିଁ; ସାରା ତୁମ୍ଭକୁ ଯାହା କହୁଅଛି, ତାହାର ସେହି କଥାରେ ମନୋଯୋଗ କର; ଯେହେତୁ ଇସ୍ହାକଠାରୁ ତୁମ୍ଭର ବଂଶ ବିଖ୍ୟାତ ହେବ। Viz kapitola |