ଆଦି ପୁସ୍ତକ 21:17 - ପବିତ୍ର ବାଇବଲ17 ପରମେଶ୍ୱର ସେହି ବାଳକର କ୍ରନ୍ଦନ ଶୁଣିପାରିଲେ ଏବଂ ପରମେଶ୍ୱରଙ୍କର ଦୂତ ସ୍ୱର୍ଗରୁ ହାଗାରକୁ କହିଲେ, “କ’ଣ ହେଲା ହାଗାର? ଭୟ କର ନାହିଁ! ସଦାପ୍ରଭୁ ସେହି ସ୍ଥାନରୁ ସେ ପିଲାର କ୍ରନ୍ଦନ ଶୁଣି ପାରୁଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)17 ସେତେବେଳେ ପରମେଶ୍ଵର ବାଳକର ରବ ଶୁଣିଲେ; ପୁଣି ପରମେଶ୍ଵରଙ୍କ ଦୂତ ଆକାଶରୁ ଡାକି ହାଗାରକୁ କହିଲେ, ଆଗୋ ହାଗାର, ତୁମ୍ଭର କଅଣ ହେଲା? ଭୟ କର ନାହିଁ; କାରଣ ଯେଉଁ ସ୍ଥାନରେ ବାଳକ ଅଛି, ସେହି ସ୍ଥାନରେ ପରମେଶ୍ଵର ତାହାର ରବ ଶୁଣିଅଛନ୍ତି। Viz kapitolaଓଡିଆ ବାଇବେଲ17 ସେତେବେଳେ ପରମେଶ୍ୱର ବାଳକର ରବ ଶୁଣିଲେ; ପୁଣି, ପରମେଶ୍ୱରଙ୍କ ଦୂତ ଆକାଶରୁ ଡାକି ହାଗାରଙ୍କୁ କହିଲେ, “ଆଗୋ ହାଗାର, ତୁମ୍ଭର କଅଣ ହେଲା ? ଭୟ କର ନାହିଁ; କାରଣ, ଯେଉଁ ସ୍ଥାନରେ ବାଳକ ଅଛି, ସେହି ସ୍ଥାନରେ ପରମେଶ୍ୱର ତାହାର ରବ ଶୁଣିଅଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ସେତେବେଳେ ପରମେଶ୍ୱର ବାଳକର ରବ ଶୁଣିଲେ; ପୁଣି, ପରମେଶ୍ୱରଙ୍କ ଦୂତ ଆକାଶରୁ ଡାକି ହାଗାରଙ୍କୁ କହିଲେ, “ଆଗୋ ହାଗାର, ତୁମ୍ଭର କଅଣ ହେଲା? ଭୟ କର ନାହିଁ; କାରଣ, ଯେଉଁ ସ୍ଥାନରେ ବାଳକ ଅଛି, ସେହି ସ୍ଥାନରେ ପରମେଶ୍ୱର ତାହାର ରବ ଶୁଣିଅଛନ୍ତି। Viz kapitola |