ଆଦି ପୁସ୍ତକ 21:18 - ପବିତ୍ର ବାଇବଲ18 ଯାଅ ଏବଂ ବାଳକକୁ ସାହାଯ୍ୟ କର। ତା'ର ହାତ ଧରି ତାକୁ ଆଗେଇ ନିଅ। ମୁଁ ତାଙ୍କୁ ବହୁ ସନ୍ତାନର ପିତା କରିବି।” Viz kapitolaପବିତ୍ର ବାଇବଲ (Re-edited) - (BSI)18 ତୁମ୍ଭେ ଠିଆ ହୋଇ ବାଳକକୁ ଉଠାଇ ହସ୍ତରେ ଧର; ଆମ୍ଭେ ତାହାଠାରୁ ଏକ ମହାଗୋଷ୍ଠୀ ଉତ୍ପନ୍ନ କରିବା। Viz kapitolaଓଡିଆ ବାଇବେଲ18 ତୁମ୍ଭେ ଠିଆ ହୋଇ ବାଳକଙ୍କୁ ଉଠାଇ ହସ୍ତରେ ଧର; ଆମ୍ଭେ ତାହାଠାରୁ ଏକ ମହାଗୋଷ୍ଠୀ ଉତ୍ପନ୍ନ କରିବା।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ତୁମ୍ଭେ ଠିଆ ହୋଇ ବାଳକଙ୍କୁ ଉଠାଇ ହସ୍ତରେ ଧର; ଆମ୍ଭେ ତାହାଠାରୁ ଏକ ମହାଗୋଷ୍ଠୀ ଉତ୍ପନ୍ନ କରିବା।” Viz kapitola |