ଆଦି ପୁସ୍ତକ 21:25 - ପବିତ୍ର ବାଇବଲ25 ଏହା ପରେ ଅବ୍ରହାମ ଅବିମେଲକଠାରେ ଅଭିଯୋଗ କଲେ। କାରଣ ଅବିମେଲକର ଦାସମାନେ ଏକ କୂଅକୁ କବ୍ଜା କରି ନେଇଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)25 ଆଉ ଅବିମେଲକଙ୍କର ଦାସଗଣ ଅବ୍ରହାମଙ୍କର ଏକ ସଜଳ କୂପ ବଳରେ ଅଧିକାର କରିଥିଲେ, ତେଣୁକରି ଅବ୍ରହାମ ଅବିମେଲକଙ୍କୁ ଅନୁଯୋଗ କଲେ। Viz kapitolaଓଡିଆ ବାଇବେଲ25 ଆଉ ଅବିମେଲକଙ୍କର ଦାସଗଣ ଅବ୍ରହାମଙ୍କର ଏକ ସଜଳ କୂପ ବଳରେ ଅଧିକାର କରିଥିଲେ, ତେଣୁକରି ଅବ୍ରହାମ ଅବିମେଲକଙ୍କୁ ଅନୁଯୋଗ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ଆଉ ଅବିମେଲକଙ୍କ ଦାସଗଣ ଅବ୍ରହାମଙ୍କର ଏକ ସଜଳ କୂପ ବଳରେ ଅଧିକାର କରିଥିଲେ, ତେଣୁକରି ଅବ୍ରହାମ ଅବିମେଲକଙ୍କୁ ଅନୁଯୋଗ କଲେ। Viz kapitola |