ଆଦି ପୁସ୍ତକ 21:27 - ପବିତ୍ର ବାଇବଲ27 ତେଣୁ ଅବ୍ରହାମ ଓ ଅବିମେଲକ ମଧ୍ୟରେ ଏକ ଚୁକ୍ତି ହେଲା। ଅବ୍ରହାମ ଅବିମେଲକକୁ ଚୁକ୍ତିର ପ୍ରମାଣ ସ୍ୱରୂପ କିଛି ମେଷ ଓ ଗୋରୁ ଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)27 ଅନନ୍ତର ଅବ୍ରହାମ ମେଷ ଓ ଗୋରୁ ଘେନି ଅବିମେଲକଙ୍କୁ ଦେଲେ, ପୁଣି ଦୁହେଁ ଗୋଟିଏ ନିୟମ ସ୍ଥିର କଲେ। Viz kapitolaଓଡିଆ ବାଇବେଲ27 ଏଥିଉତ୍ତାରେ ଅବ୍ରହାମ ମେଷ ଓ ଗୋରୁ ଘେନି ଅବିମେଲକଙ୍କୁ ଦେଲେ, ପୁଣି, ଦୁହେଁ ଗୋଟିଏ ନିୟମ ସ୍ଥିର କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ଏଥିଉତ୍ତାରେ ଅବ୍ରହାମ ମେଷ ଓ ଗୋରୁ ଘେନି ଅବିମେଲକଙ୍କୁ ଦେଲେ, ପୁଣି, ଦୁହେଁ ଗୋଟିଏ ନିୟମ ସ୍ଥିର କଲେ। Viz kapitola |