ଆଦି ପୁସ୍ତକ 21:29 - ପବିତ୍ର ବାଇବଲ29 ଅବିମେଲକ ଅବ୍ରହାମଙ୍କୁ ପଗ୍ଭରିଲେ, “କାହିଁକି ତୁମ୍ଭେ ଏହି ସାତୋଟା ମେଷକୁ ଅଲଗା କଲ?” Viz kapitolaପବିତ୍ର ବାଇବଲ (Re-edited) - (BSI)29 ତହିଁରେ ଅବିମେଲକ ଅବ୍ରହାମଙ୍କୁ ପଚାରିଲେ, ତୁମ୍ଭେ କି ଅଭିପ୍ରାୟରେ ଏହି ସାତଗୋଟା ମେଷବତ୍ସା ପୃଥକ କରି ରଖିଲ? Viz kapitolaଓଡିଆ ବାଇବେଲ29 ତହିଁରେ ଅବିମେଲକ ଅବ୍ରହାମଙ୍କୁ ପଚାରିଲେ, “ତୁମ୍ଭେ କି ଅଭିପ୍ରାୟରେ ଏହି ସାତଗୋଟି ମେଷବତ୍ସା ପୃଥକ କରି ରଖିଲ ?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ତହିଁରେ ଅବିମେଲକ ଅବ୍ରହାମଙ୍କୁ ପଚାରିଲେ, “ତୁମ୍ଭେ କି ଅଭିପ୍ରାୟରେ ଏହି ସାତଗୋଟି ମେଷବତ୍ସା ପୃଥକ କରି ରଖିଲ?” Viz kapitola |